ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଆହତ

ଝାରସୁଗୁଡ଼ା, (ଓଡିଶା ଟାଇମ୍) : ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ସ୍ଥିତ ଟିପିଏସଏଲ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ଆଜି ବିସ୍ଫୋରଣ ଘଟି ୭ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଆଜି ସକାଳ ୯.୩୦ ମିନିଟରେ କାରଖାନାର ଦ୍ୱିତୀୟ ମହଲାରେ ଥିବା ବ୍ଲାଷ୍ଟ ଫର୍ଣ୍ଣେସରେ … Read More

ନେପାଳରେ ରାଜନୈତିକ ହଟଚମଟ : ରାଷ୍ଟ୍ରପତିଙ୍କୁ ଭେଟିଲେ ଓଲି – ପ୍ରଚଣ୍ଡଙ୍କ ଘରେ ବୈଠକ

ନେପାଳର ରାଜନୀତିରେ ଶାସକ ନେପାଳ କମ୍ୟୁନିଷ୍ଟ ପାର୍ଟିରେ ହଟଚମଟ ମଧ୍ୟରେ ହଠାତ୍ ଉତ୍ତେଜନା ଦେଖାଦେଇଛି । ଦଳ ଭିତରୁ ଏକ ‘ଭୟଙ୍କର’ ଝଡ଼ର ସମ୍ମୁଖୀନ ହୋଇ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଗୁରୁବାର ଅପରାହ୍ନରେ ହଠାତ୍ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ସେ … Read More

ଭୁବନେଶ୍ୱରରୁ ଆଜି ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି  ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୩ଜଣଙ୍କ ମଧ୍ୟରୁ ୮ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ଅଞ୍ଚଳରୁ ୫ଜଣ ଚିହ୍ନଟ ହୋଇଛନ୍ତି … Read More

ରାଜ୍ୟରେ ୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୫ ପର୍ଯ୍ୟନ୍ତ ବିଭିନ୍ନ  ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆସନ୍ତା କାଲି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, … Read More

ଜୁଲାଇ ୩୧ ଯାଏଁ ଗାଡି ଚଳାଚଳ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ କରୋନା ମହାମାରୀ ବଢି ଚାଲିଥିବା ବେଳେ ଏଥିରେ ଅଧିକ ପ୍ରଭାବିତ ହେଉଛି ଗଞ୍ଜାମ ଜିଲ୍ଲା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି । ଜିଲ୍ଲା ପ୍ରଶାସନ … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ,

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଅନଲକ୍ ୨ ଲାଗୁ ହୋଇଥିଲେ ବି କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଯାଉଛି । ଆଜି ୨୨୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More

ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଆଜି ଶ୍ରୀଜିଉଙ୍କର ସୁନାବେଶ

ପୁରୀ, (ଓଡିଶା ଟାଇମ୍) : ଆଜି ଶ୍ରୀଜିଉଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସ୍ବର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀବିଗ୍ରହ । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ରଥ ଉପରେ ଶ୍ରୀଜିଉମାନଙ୍କ ସୁନାବେଶ ହେବ । ସୁନାବେଶ ଅପରାହ୍ନ ୪ଟାରୁ … Read More

ଖୋର୍ଦ୍ଧା ପୌରପରିଷଦ ଅଫିସ୍‌ରେ ପସିଲା କରୋନା

ଖୁର୍ଦ୍ଧା, (ଓଡିଶା ଟାଇମ୍) : ଖୋର୍ଦ୍ଧା ପୌରକାର୍ଯ୍ୟାଳୟରେ କରୋନା । ଆଜି ପୌରକାର୍ଯ୍ୟାଳୟକୁ ବିଶୋଧନ କରାଯିବା ସହିତ ସମସ୍ତ କର୍ମଚାରୀଙ୍କର ସ୍ବାବ୍ ଟେଷ୍ଟ କରାଯିବ । ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ … Read More

ଭାରତରେ କରୋନା: ୧୯,୧୪୮ ନୂଆ ଆକ୍ରାନ୍ତ,୪୩୪ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭, … Read More