ରାଜ୍ୟରେ ଆଉ ୨୮୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଗଞ୍ଜାମ ଜିଲ୍ଲାରେ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଗଞ୍ଜାମ, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି ।ଗଞ୍ଜାମ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିଛି । ଏହି ପ୍ରରିପେକ୍ଷୀରେ ଆଜି ଗଞାମ ଜିଲ୍ଲାରେ ୭୬ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି … Read More

ଗାଁ ଦାଣ୍ଡରେ ପ୍ରବାସୀ ଯୁବକଙ୍କୁ ହତ୍ୟା, ସଂଘବଦ୍ଧ ଭାବେ ଠେଙ୍ଗାରେ ପିଟିପିଟି ମାରିଦେଲେ

ଗଞ୍ଜାମ, (ଓଡିଶା ଟାଇମ୍) : ଗଞ୍ଜାମ ଜିଲା ସୋରଡ଼ା ଥାନା ହାତୀଗଡ଼ା ଗ୍ରାମରେ ଅଭବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିଛି ଯୁବକ ଘରୁ ଡାକି ଆଣି ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। … Read More

ପତଞ୍ଜଳି କରୋନା ଔଷଧର ପ୍ରଚାର ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆୟୁଷ ମନ୍ତ୍ରାଳୟ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ଦ୍ୱାରା କରୋନା ଭାଇରସର ଉପଚାର ପାଇଁ ବିକଶିତ କରିଥିବା ଔଷଧ କରୋନିଲ୍ ସମ୍ପର୍କରେ ଖବର ପାଇବା ପରେ ନିଜର ପ୍ରତିକ୍ରିୟା ରଖିଛି । ଏହି ମାମଲାରେ ବିଧିବଦ୍ଧ ଯାଂଚ … Read More

ପୁରୀ ଜିଲ୍ଲାରେ କୋହଳ ହେଲା କର୍ଫ୍ୟୁ

ପୁରୀ, (ଓଡିଶା ଟାଇମ୍) : ଆଜି ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହେବା ପରେ ଅନେକ ସ୍ଥାନରେ କର୍ଫ୍ୟୁ କୋହଳ ହୋଇଛି । ରଥଯାତ୍ରା ପାଇଁ ସୋମବାର ରାତି ୯ଟାରୁ କର୍ଫ୍ୟୁ ଜାରି ହୋଇଥିଲା। ରାତି ୯ଟାରୁ ପୁରୀରେ ସଟ୍‌ଡାଉନ୍ ଘୋଷଣା କରିଥିଲେ … Read More

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ଏବଂ ଟ୍ରଫଲାଇନ୍‌ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି। ବିଶେଷ … Read More

ରାଜ୍ୟରେ ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୨୫ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୮୮ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଧାର … Read More

ଦେଶରେ ପୁଣି ପୂର୍ବ ରେକର୍ଡ ଭାଙ୍ଗିଲା କରୋନା, ଦିନକରେ ପ୍ରାୟ ୧୫ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ପୂର୍ବ ରେକର୍ଡ ଭାଙ୍ଗି ପୁଣି ସର୍ବାଧିକ ୧୪ ହଜାର ୯୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୪ ଲକ୍ଷ … Read More

ଭୁବନେଶ୍ୱରରୁ ଆଜି ୨କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଦୁଇ ଜଣଙ୍କ ମଧ୍ୟରୁ ଜଣେ ସାଙ୍ଗରୋଧ କେନ୍ଦ୍ରର ଓ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର … Read More

ଗରମ ଚା ପିଇବା ଦ୍ୱାରା ହୋଇଥାଏ ଗଳା ଜନିତ କ୍ୟାନସର

(ଓଡିଶା ଟାଇମ୍) : ସକାଳୁ ଉଠିବା ମାତ୍ରେ କିଛି ଲୋକଙ୍କୁ ଗରମ ଚା ପିଇବା ପସନ୍ଦ ଥାଏ । ସକାଳର ଗରମ ଚା ଲୋକମାନଙ୍କୁ ସତେଜ କରିଥାଏ ଯାହାଦ୍ୱାରା ଲୋକମାନଙ୍କୁ କିଛି ବି କାମ କରିବା ପାଇଁ ଆଗ୍ରହ ଆସିଥାଏ । … Read More