ଆସନ୍ତା ୨୩ ତାରିଖ ପରେ ରାଜ୍ୟରେ ଦୁର୍ବଳ ହେବ ମୌସୁମୀ ବାୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ମୌସୁମୀର ଆଗମନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସୁଦ୍ଧା ରାଜ୍ୟରେ ୨୩ ପ୍ରତିଶତ ଅଧିକ ବର୍ଷା ହୋଇଛି । ଯାହାଦ୍ୱାରା ୧୮ଟି ଜିଲ୍ଲାରେ … Read More











