୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୮୬ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ … Read More











