ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡିଲେ ମୁଖ୍ୟ ପ୍ରଶାସକ
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): କରୋନା ମହାମାରୀ ସମୟରେ ଶ୍ରୀଜଗନ୍ନାଥ ସଂସ୍କୃତିର ମୂଳକେନ୍ଦ୍ର ପୁରୀରେ ଘୋଷଯାତ୍ରାକୁ ସୁରୁଖୁରରେ ପରିଚାଳନା କରିବା ଲାଗି ଭଗବଦ୍ ଆଶୀର୍ବାଦ ଓ ସମସ୍ତ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ଏହି ପରିପ୍ରେକ୍ଷୀରେ … Read More











