ଉତ୍ତରାଖଣ୍ଡ କ୍ୟାବିନେଟ୍ ମନ୍ତ୍ରୀ କରୋନା ସଂକ୍ରମିତ, ପୁଅ-ବୋହୂଙ୍କ ସମେତ ୨୨ କର୍ମଚାରୀ ମଧ୍ୟ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ

ଡେରାଡୁନ,(ଓଡିଶା ଟାଇମ୍) : କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଛି । ଧନୀ, ଗରିବର ଭେଦଭାବ ବିନା ସମସ୍ତଙ୍କୁ ଆକ୍ରମଣ କରୁଛି କରୋନା ଭାଇରସ୍‌ । କରୋନାରୁ ନିଜକୁ ଦୂରେଇ ରଖିବା ପାଇଁ ସାମାଜିକ ଦୂରତା ଏବଂ ମୁହଁରେ … Read More

ଶ୍ରୀମନ୍ଦିରର ଅନୁଧ୍ୟାନ କଲେ ଏଏସଆଇ ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆଜି ଏଏସଆଇର ଟିମ୍ ଅନୁଧ୍ୟାନ କରିଛନ୍ତି । ଏଏସଆଇ ସୁପରିଟେଣ୍ଡଣ୍ଟ ଅରୁଣ କୁମାର ମଲ୍ଲକିଙ୍କ ନେତୃତ୍ବରେ ଏହି ଟିମ୍ ଶ୍ରୀମନ୍ଦିରରେ ହେଉଥିବା କାର୍ୟ୍ୟର ଅନୁଧ୍ୟାନ କରିଛନ୍ତି । ବିଶେଷ କରି ସ୍ନାନମଣ୍ଡପ, … Read More

ରାଜ୍ୟ ପାଇଁ ଭଲ ଖବର, ରାଜ୍ୟରେ ଆଉ ୭୬ କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଭଲ ଖବର । ରାଜ୍ୟରେ ପୁଣି ୭୬ କୋରୋନା ସଂକ୍ରମଣ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି … Read More

ମହାନଦୀରେ ବୁଡ଼ି ୨ ଭାଇ ମୃତ

ବୌଦ୍ଧ, (ଓଡିଶା ଟାଇମ୍) : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅରଖପଦର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ମହାନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇଭାଇଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇଭାଇଙ୍କ ମଧ୍ୟରୁ ଜଣଙ୍କ ନାମ ଆଶିଷ … Read More

ଆଜି ପୁଣି କାଳବୈଶାଖୀ : ଉତ୍ତର ଓ ଦକ୍ଷିଣ-ଉପକୂଳ ଓଡ଼ିଶାର ପ୍ରଭାବ ଅଧିକ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଉତ୍ତର ଓଡ଼ିଶା ସହ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜୋର୍‌ ପ୍ରଭାବ ରହିବ । କିଛି ସ୍ଥାନରେ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ବାଲେଶ୍ୱର, ଭଦ୍ରକ, … Read More

୧୨୯ କୋରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସମସ୍ତ ୧୨୯ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି … Read More

ଆଶା, ଅଙ୍ଗନବାଡ଼ି ଓ ସଫେଇ କର୍ମଚାରୀଙ୍କୁ କୋରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : କୋରୋନା ଯୋଦ୍ଧାଙ୍କୁ କୋରୋନା । ରାଜ୍ୟରେ ଆଜି ନୂଆ ୧୨୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏମାନଙ୍କ ମଧ୍ୟରେ ରହିଛନ୍ତି ଆଶା, ଅଙ୍ଗନବାଡି ଏବଂ ସଫେଇ କର୍ମଚାରୀ । ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ … Read More

ଜୁନ୍‌ରେ ଓଡ଼ିଶାରେ ପହଞ୍ଚି ଯାଇ ପାରନ୍ତି ପଙ୍ଗପାଳ, ଗୋଲାପି ରଙ୍ଗର ପଙ୍ଗପାଳ ଅଧିକ କ୍ଷତିକାରକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜୁନ୍‌ରେ ଓଡ଼ିଶାରେ ପହଞ୍ଚି ଯାଇ ପାରନ୍ତି ପଙ୍ଗପାଳ । କେନ୍ଦ୍ର ସରକାରଙ୍କ ଆକଳନ ଅନୁସାରେ ଯଦି ଏମାନେ ଓଡ଼ିଶାକୁ ଆସନ୍ତି, ତେବେ ସ୍ଥିତି ମୁକାବିଲା ପାଇଁ କ’ଣ ସବୁ ପଦକ୍ଷପ ଗ୍ରହଣ କରାଯିବ, ସେ ନେଇ … Read More

ମନ୍ କି ବାତ୍ : ଓଡିଶାକୁ ପ୍ରଶଂସା କଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ୬୫ତମ ‘ମନ କି ବାତ୍’ ରେଡିଓ କାର୍ୟ୍ୟକ୍ରମରେ ଆଜି ଦେଶକୁ ସମ୍ବୋଧିତ କରିଛନ୍ତି । ତେବେ ବର୍ତ୍ତମାନ ପରିସ୍ଥିତିକୁ ନଜରରେ ରଖୁ ପ୍ରଧାନମନ୍ତ୍ରୀ ନିଜ ମନ କଥା ଦେଶବାସୀଙ୍କ ସାମ୍ନାରେ ରଖୁଛନ୍ତି … Read More

ଭାରତରେ ରେକର୍ଡ ଭାଙ୍ଗିଲା କରୋନା, ୨୪ ଘଣ୍ଟାରେ ୮ ହଜାର ୩୮୦ ଆକ୍ରାନ୍ତ ଚିହ୍ନଟ, ୧୯୩ ଜୀବନ ନେଇଛି କରୋନା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ପୁଣି ରେକର୍ଡ ଭାଙ୍ଗିଛି । ଭାରତରେ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ଦେଶରେ ଭୟଙ୍କର ଭାବେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ … Read More