ପ୍ରବାସୀ ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ, ୧୦ ରୁ ଅଧିକ ଆହତ
ଭୁବନେଶ୍ଵର, (ଓଡିଶା ଟାଇମ୍) : ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ପ୍ରବାସୀଙ୍କ ବସ୍ । ଭବାନୀପାଟଣାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଂଜାମ ଯାଉଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । କନ୍ଧମାଳ ତୁମୁଡିବନ୍ଧ ୫୯ ନମ୍ବର ଜାତୀୟ ରାଜପଥ ମୁଣ୍ଡିଗଡ ନିକଟରେ ଘଟିଛି … Read More











