ଭୟ ବଢାଇଲା ଓମିକ୍ରନ୍, ଦକ୍ଷିଣ ଆଫ୍ରିକା ଫେରନ୍ତା ଗୋଟିଏ ପରିବାରର ୪ ବ୍ୟକ୍ତି କୋଭିଡ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତରେ ଓମିକ୍ରନ ଚିହ୍ନଟ ପରେ ସବୁଠି ଭୟର ବାତାବରଣ ଖେଳିଯାଇଛି । ଏହାରି ଭିତରେ ରାଜସ୍ଥାନର ଜୟପୁରରେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଚାରିଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି … Read More











