ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଉଦ୍ଧବ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍) : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟ ବିଧାନ ପରିଷଦ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ସତ୍ତ୍ୱେ ଉଦ୍ଧବ ବିଧାନସଭା କିମ୍ବା ବିଧାନ ପରିଷଦର ସଦସ୍ୟ ନଥିବାରୁ ଏହି ନିର୍ବାଚନ ତାଙ୍କ … Read More











