ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି, ହିତାଧିକାରୀଙ୍କୁ ଆଉ ୮ମାସ ଚାଉଳ ଦେବାକୁ ଅନୁରୋଧ
ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀଙ୍କୁ ଚିଠି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଚିଠି । ହିତାଧିକାରୀଙ୍କୁ ଆଉ ୮ମାସ ପାଇଁ ଚାଉଳ ଦେବାକୁ ଚିଠିରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଚିଠିରେ ଆହୁରୀ ମଧ୍ୟ … Read More











