ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଓ ଢେଙ୍କାନାଳ ଗସ୍ତ : BSKY ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟନ
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ଅବିଭକ୍ତ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ନବୀନ । ଏହାସହ … Read More











