ନବୀନଙ୍କୁ ମୋଦିଙ୍କ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛାବାର୍ତ୍ତା ପଠାଇଛନ୍ତି। ଟ୍ବିଟର ଯୋଗେ ଏକ ଶୁଭେଚ୍ଛା ବାର୍ତ୍ତାରେ ଶ୍ରୀ ମୋଦି କହିଛନ୍ତି ‘ ଓଡିଶାରେ ପୁଣିଥରେ ବିଜୟ ପାଇଁ ନବୀନ ବାବୁଙ୍କୁ ଅଭିନନ୍ଦନ । ଆଗାମୀ ଶାସନକାଳ ପାଇଁ ତାଙ୍କୁ ଅଜସ୍ର … Read More











