ଉପନିର୍ବାଚନ ପାଇଁ ଦୁଇ ଦିନିଆ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୮ରେ ତିର୍ତ୍ତୋଲ ଏବଂ ୨୯ରେ ବାଲେଶ୍ବର ପାଇଁ ପ୍ରଚାର

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି । ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର … Read More

ଅର୍ଥନୈତିକ ପେଣ୍ଠସ୍ଥଳୀ ହେବ ବାଲେଶ୍ୱର: ଧର୍ମେନ୍ଦ୍ର

ବାଲେଶ୍ଵର, (ଓଡିଶା ଟାଇମ୍) :ପାଖେଇ ଆସୁଛି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ । ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାରରେ ଲାଗିପଡିଛନ୍ତି ଦଳୀୟ ନେତା । ଉପନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ପ୍ରଚାର ମୈଦାନଙ୍କୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ ହେଭିଓ୍ବେଟ୍ … Read More

ବିହାର ନିର୍ବାଚନ: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ନିର୍ବାଚନୀ ମଇଦାନକୁ ଓହ୍ଲାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧି। ବିହାରରେ ଦୁଇ ନେତାଙ୍କ ଆଜି ଏହା ହେଉଛି ପ୍ରଥମ ରାଲି। ତେବେ ମୋଦି ଆଜି ବିହାରରେ ତିନିଟି ରାଲି କରିବେ … Read More

କଂଗ୍ରେସର ଜିଲ୍ଲା ସଭାପତି ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : କଂଗ୍ରେସ ରବିବାର ୩୩ ଜଣ ସାଂଗଠନିକ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦେଇଛି। ଗଞ୍ଜାମରୁ ରମେଶ ଜେନା, ଖୋର୍ଦ୍ଧାରୁ ସୁରେଶ କୁମାର ରାଉତରାୟ, ରାଉରକେଲାରୁ ଜର୍ଜ ତିର୍କୀ। ଢେଙ୍କାନାଳରୁ ସରୋଜ ପଟ୍ଟନାୟକ, ଭୁବନେଶ୍ୱରରୁ ବିଶ୍ୱଜିତ ଦାସଙ୍କୁ ଦେଇଛି। … Read More

ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା : ବାଲେଶ୍ବର ସଦରରୁ ମାନସ ଦତ୍ତ, ତିର୍ତ୍ତୋଲରୁ ରାଜକିଶୋର ବେହେରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର … Read More

ଶୁଭାରମ୍ଭ ହେଲା ସ୍ବାମୀତ୍ବ ଯୋଜନା; ପ୍ରଥମ ପର୍ଯ୍ୟାୟରେ ୧ଲକ୍ଷ ୩୨ହଜାରଙ୍କୁ ମିଳିଲା ଭୂସମ୍ପତ୍ତି କାର୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ … Read More

ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ … Read More

ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ୍ ଭୋଟ୍, ଘୋଷଣା ହେଲା ୯ ରାଜ୍ୟର ୫୬ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଉପନିର୍ବାଚନ ତାରିଖ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ … Read More

ଭାରତ ବନ୍ଦ ସମର୍ଥନରେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସଂସଦର ମୌସୁମୀ ଅଧିବେଶନରେ ମୋଦି ସରକାର କୃଷି ସମ୍ବନ୍ଧିତ ଦୁଇଟି ବିଲ ଉଭୟ ରାଜ୍ୟସଭା ଓ ଲୋକସଭାରେ ଉପସ୍ଥାପନ କଲେ। ବିରୋଧୀଙ୍କ ବିରୋଧ ସତ୍ବେ ଏହାକୁ ପାସ୍ ମଧ୍ୟ କରାଗଲା। ଯାହା ପରେ ରାଜନୈତିକ ଦଳ ଓ … Read More

ଆଜି ଘୋଷଣା ହେବ ବିହାର ବିଧାନସଭା ପାଇଁ ନିର୍ବାଚନ ତାରିଖ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ନିର୍ବାଚନ କମିସନର ଶୁକ୍ରବାର ବିହାର ବିଧାନସଭା ତାରିଖ ବାବଦରେ ଘୋଷଣା କରିବେ ବୋଲି ସୂଚନା ମିଳିଛି । ଆଜି ଦିନ … Read More