ବଜେଟ ଅଧିବେଶନର ୨ୟ ଦିନ : ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ବର, (ଓଡିଶା ଟାଇମ୍) :ବଜେଟ ଅଧିବେଶନର ଆଜି ଦ୍ଵିତୀୟ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । କରୋନା … Read More

କଂଗ୍ରେସର ବନ୍ଦ ଡାକରା : ଏନଏଚରେ ଗାଡ଼ି ଚଳାଚଳ ବନ୍ଦ, ରେଳ ଚଳାଚଳ ପ୍ରଭାବିତ

ଭୁବନେଶ୍ବର, (ଓଡିଶା ଟାଇମ୍) : କଂଗ୍ରେସର ବନ୍ଦ ଡାକରା ଯୋଗୁ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏନଏଚରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପଟେ ଶହ ଶହ ଗାଡ଼ି … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦିନିକିଆ ତାମିଲନାଡୁ ଓ କେରଳ ଗସ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁ ଓ କେରଳକୁ ଦିନିକିଆ ଗସ୍ତରେ ଯାଉଛନ୍ତି। ସେ ଉଭୟ ରାଜ୍ୟରେ ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‍ଘାଟନ କରିବେ। ମୋଦୀ ୩ହଜାର ୭୭୦ କୋଟି ଟଙ୍କା ବ୍ୟୟରେ … Read More

ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହାସହ ଟିକାକରଣ ବାବଦରେ ମଧ୍ୟ ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଏହି ବୈଠକ … Read More

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବରେ କେନ୍ଦ୍ରକୁ ଟାର୍ଗେଟ: କେନ୍ଦ୍ରର ଅବହେଳା ରାଜ୍ୟର ବିକାଶ ଦିଗରେ ବାଧକ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେଡି କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବ ଗୃହୀତ । ପୁଣି କେନ୍ଦ୍ର ଅବହେଳା ପ୍ରସଙ୍ଗ ଦୋହରାଇଲା ଦଳ। କେନ୍ଦ୍ରର ଅବହେଳା, ଅଣଦେଖା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ସାଜିଛି । ଏ ସବୁ ସତ୍ତ୍ୱେ … Read More

ମମତାଙ୍କୁ ଝଟକା : ଅମିତ ଶାହାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ୧୧ ଟିଏମସି ନେତା

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍) :ମମତା ବାନାର୍ଜୀଙ୍କୁ ଶକ୍ତ ଝଟକା । ମୋଟ ୧୦ ଜଣ ବିଧାୟକଙ୍କ ସମେତ ଜଣେ ସାଂସଦ ଏବଂ ଜଣେ ପୂର୍ବତନ ସାଂସଦ ବିଜେପିରେ ଯୋଗ ଦେଇଛନ୍ତି । ତେବେ କବେଳ ତୃଣମୂଳ କଂଗ୍ରେସରୁ ୫ଜଣ ବିଧାୟକ ଓ … Read More

ଯୋଗୀଙ୍କ କ୍ୟାବିନେଟରେ ସାମିଲ ହେବେ ୬ ନୂଆ ମନ୍ତ୍ରୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଉତ୍ତର ପ୍ରଦେଶ ବିଜେପି ପ୍ରଭାରୀ ରାଧାମୋହନ ସିଂହ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବାକୁ ଯାଉଛି । ଏହି ବୈଠକରେ ବିଧାନ ପରିଷଦ ନିର୍ବାଚନ ଏବଂ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି … Read More

ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଜି କଥା ହେବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ମହାମାରୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ସର୍ବାଧିକ କରୋନା … Read More

ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ସ୍ୱାଭାବିକ ହୋଇଛି । ତେବେ ରାଜ୍ୟରେ ୟୁପି ସ୍କୁଲ ବନ୍ଦ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି । ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତି ରୁଲିଂଦେବା ପରେ ଏନେଇ ଗୃହରେ … Read More

ବେଙ୍ଗାଲୁରୁ ବୈଷୟିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ବେଙ୍ଗାଲୁରୁରେ ଟେକ୍ ସମ୍ମିଳନୀର ଉଦଘାଟନ କରିଛନ୍ତି। କର୍ଣ୍ଣାଟକ ସରକାରଙ୍କ ଇନୋଭେସନ୍ ଆଣ୍ଡ ଟେକ୍ନୋଲୋଜି ସୋସାଇଟି (କିଟ୍), ସୂଚନା ପ୍ରଯୁକ୍ତିବିଦ୍ୟା, ବାୟୋଟେକ୍ନୋଲୋଜି ଆଣ୍ଡ ଷ୍ଟାର୍ଟଅପ୍, ସଫ୍ଟୱେୟାର ଟେକ୍ନୋଲୋଜି ପାର୍କ … Read More