ବିଜେଡି ରାଜନୀତିରେ ‘ବର୍ଷା’;  ଅସ୍ତ୍ର ସାଜିଛି, ରଥୀଙ୍କୁ କରିଛି ତଳିତଳାନ୍ତ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଯଦିଓ ମୌସୁମୀ ବାୟୁ ଓଡ଼ିଶା ଆକାଶ ଅତିକ୍ରମ କରିସାରିଛି, କିନ୍ତୁ ଓଡ଼ିଶା ରାଜନୀତିକ ଆକାଶରେ ‘ବର୍ଷା’ ଥମି ନାହିଁ। ବାଲେଶ୍ଵର, କଟକ ପରେ ଏବେ ପଶ୍ଚିମାଞ୍ଚଳର ପଦମପୁର ରାଜନୀତିରେ ‘ବର୍ଷା’ କୁ ନେଇ ଚର୍ଚ୍ଚା ଚାଲିଛି।  ତାଙ୍କରି … Read More

ଅସହାୟତା ନା ଚତୁରତା: ସଞ୍ଜୟଙ୍କ ‘ଷଡ଼ଯନ୍ତ୍ର’ର ନାୟକ କିଏ?

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଦଳ ଭିତରେ ସବୁକିଛି ଏବେ ଆଉ ଠିକ୍‌ ଚାଲିନି।  ବିଗତ ପଚିଶ ବର୍ଷରେ ରାଜ୍ୟର କୋଣ ଅନୁକୋଣକୁ ମାଡ଼ିଥିବା ଶଙ୍ଖର ସବୁଜ ଲହଡ଼ି ସୀମା ଲଙ୍ଘି ଏବେ ସଂଗଠନର କୂଳ ଖାଇବାକୁ ବସିଲାଣି।  ଗୋଟିଏପଟେ ଉପନିର୍ବାଚନରେ ପ୍ରାର୍ଥୀ … Read More

ବିଜେପିର ଗୁଜରାଟ ଟେନସନ୍

 ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌):  ଗୁଜରାଟ ନିର୍ବାଚନ କେବଳ ବିଜେପି ପାଇଁ ନୁହେଁ ମୋଦୀ-ଶାହଙ୍କ ପାଇଁ  ଏକ ଭାଗ୍ୟ ଓ ଭବିଷ୍ୟତର ପ୍ରଶ୍ନ । କ’ଣ ହେବ ଏଥରର ରେଜଲ୍‌ଟ । ସରକାର ବିରୋଧୀ ହାୱାରେ ପ୍ରଭାବିତ ହେବ କି ବିଜେପି ?  … Read More

ନବୀନଙ୍କ ଯାଦୁକରୀ ବାଡ଼ି ଉପରୁ ବିଜେଡିର ତୁଟୁଛି ଭରସା! ଭାବମୂର୍ତ୍ତିଠୁ ଭାବାବେଗ ଭାରୀ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ବିଗତ କିଛିବର୍ଷ ହେଲା ରାଜ୍ୟରେ ପ୍ରସଙ୍ଗ ଯେତିକି ନିର୍ବାଚନ ପାଇଁ ଗୁରୁତ୍ୱ ନେଇ ନାହିଁ, ତା’ଠୁ ଅଧିକ ଗୁରୁତ୍ୱ ବହନ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଛବି ବା ଭାବମୂର୍ତ୍ତି। ତାଙ୍କରି ନାଁ ହିଁ ପ୍ରାର୍ଥୀଙ୍କ ପାଇଁ … Read More

ଧାମନଗର ଉପନିର୍ବାଚନ: ରବିବାର ଫଳ ହେଲେ ଛାତିଏ ଛନକା

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‍): ନିର୍ବାଚନ ସରିଛି ହେଲେ ଛନକା ଯାଇନି । ଖୋଦ୍‍ ବିଜେଡିର ଗଡ଼ପତି ତଥା ଅନୁଶୀଳନକାରୀମାନେ ଏବେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି । ସେମାନଙ୍କ ମନରେ ଆଶଙ୍କା ଯେ, ରବିବାର ଫଳାଫଳ ପାର୍ଟିକୁ ନିରାଶ କରିପାରେ! କାରଣ ବୁଥ ଫେରନ୍ତା … Read More

ସୁନୀଲ ବଂଶଲ ଓଡ଼ିଶା ବିଜେପିର ନୂଆ ପ୍ରଭାରୀ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଉତ୍ତରପ୍ରଦେଶର ବିଜେପି ସଂଗଠନ ମହାମନ୍ତ୍ରୀ ସୁନୀଲ ବଂଶଲଙ୍କ ରାଷ୍ଟ୍ରୀୟ ମହାମନ୍ତ୍ରୀ ନିଯୁକ୍ତ କରାଯିବା ସହ ଓଡ଼ିଶା ଦାୟିତ୍ୱ ପ୍ରଦାନ କରାଯାଇଛି।  ଖାଲି ସେତିକି ନୁହେଁ, ସେ ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନା ଭଳି ରାଜ୍ୟର ସାଂଗଠନିକ ପ୍ରଭାରୀ ହେବା … Read More

ନିତି ଆୟୋଗ ବୈଠକ: ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ‘ଆୟୋଗ ହୁଅନ୍ତୁ ଓମ୍ବୁଡ୍ସମ୍ୟାନ’

ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ନିତି ଆୟୋଗଙ୍କ ସପ୍ତମ ଗଭର୍ଣ୍ଣିଂ କାଉନ୍ସିଲ ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ମହାମାରୀର ସଫଳ ପରିଚାଳନା, କମନ୍ୱେଲଥ ଗେମ୍ସରେ ଖେଳାଳିଙ୍କ ସଫଳତା, ମୁଖ୍ୟମନ୍ତ୍ରୀ ଥିବା ସମୟରେ ଐତିହ୍ୟ ସୁରକ୍ଷା ଲାଗି … Read More

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ନୂତନ କଲେଜ ସ୍ୱାମୀ ବିବେକାନନ୍ଦ, ସର୍ଦ୍ଦାର ପଟେଲ, ସୁଷମା ସ୍ୱରାଜ ଏବଂ ସାବରକରଙ୍କ ନାମରେ ନାମିତ ହେବ

ଅଗଷ୍ଟରେ ଅନୁଷ୍ଠିତ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କାର୍ଯ୍ୟନିର୍ବାହୀ ପରିଷଦର ବୈଠକରେ ସୁଷମା ସ୍ୱରାଜ, ସ୍ୱାମୀ ବିବେକାନନ୍ଦ, ଭିଡି ସାବରକର ଏବଂ ସର୍ଦ୍ଦାର ପଟେଲଙ୍କ ନାମରେ ନୂତନ କଲେଜର ନାମକରଣ କରାଯାଇଥିଲା । ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ନାମ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ … Read More

‘୪୦ବର୍ଷ ପର୍ଯ୍ୟନ୍ତ ବିଜେପି ଶକ୍ତିଶାଳୀ ହେବ, ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଶକ୍ତି ଅନୁମାନ କରିବାରେ ଅସମର୍ଥ’: ପ୍ରଶାନ୍ତ କିଶୋର

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଲୋକମାନେ ରାଗିଛନ୍ତି ଏବଂ ତାଙ୍କୁ କ୍ଷମତାରୁ ବାହାର କରିଦେବେ ବୋଲି ଭ୍ରମରେ ପଡ଼ନ୍ତୁ ନାହିଁ । ଲୋକମାନେ ହୁଏତ ମୋଦୀଙ୍କୁ କ୍ଷମତାରୁ ହଟାଇ ପାରନ୍ତି, କିନ୍ତୁ ବିଜେପି ବର୍ତ୍ତମାନ କୌଣସ କ୍ଷମତା ରାଜନୀତିରୁ ହଟୁନାହିଁ ।”    … Read More

ଶାହବାନୋ ମାମଲା: ୧୯୮୬ରେ ରାଜୀବ ଗାନ୍ଧୀ କଂଗ୍ରେସର ପତନ ଏବଂ ବିଜେପିର ଉତ୍ଥାନପାଇଁ ପଟ୍ଟକଥା ଲେଖିଥିଲେ !

ଭୁବନେଶ୍ୱର : ଅତୀତର ଭୁଲ ଏବେ କଂଗ୍ରେସକୁ ମହଙ୍ଗା ପଡ଼ୁଛି । ଭୁଲ ଯେତେ ବଡ଼ ହେବ, କ୍ଷତି ମଧ୍ୟ ସେତିକି ବଡ଼ ହେବ । ଯଦି ଦୁର୍ବଳମାନେ ଭୁଲ କରନ୍ତି, ଏହା ହୁଏତ ମହଙ୍ଗା ହୋଇନପାରେ, କିନ୍ତୁ ଯେତେବେଳେ ଶକ୍ତିଶାଳୀମାନେ … Read More