କଂଗ୍ରେସ ରାଜନୀତି-ପଞ୍ଜାବ, ରାଜସ୍ଥାନ ପରେ ଏବେ ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ପଦ ଲଢ଼େଇ ଆରମ୍ଭ

କଂଗ୍ରେସର ସବୁଠାରୁ ବଡ଼ ସମସ୍ୟା ହେଉଛି ଯେ ଭୁଲ୍ ସଂଶୋଧନ କରିବା ପରିବର୍ତ୍ତେ ଏହାକୁ ଲୁଚାଇବାକୁ ଧ୍ୟାନ ଦେଉଛି । ଫଳରେ ଦଳ ଧୀରେ ଧୀରେ ନିଶ୍ଚିହ୍ନ ହେବାକୁ ଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ଆମେ ପଞ୍ଜାବ ଏବଂ ରାଜସ୍ଥାନରେ ଦଳର … Read More

ପଞ୍ଜାବ କଂଗ୍ରେସ ସଙ୍କଟ : ଆଜି କଂଗ୍ରେସ କମିଟି ସମ୍ମୁଖରେ ହାଜର ହେବେ କ୍ୟାପଟେନ୍ ଅମରିନ୍ଦର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପଞ୍ଜାବ କଂଗ୍ରେସରେ ବଢୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଦିଲ୍ଲୀରେ ଅଛନ୍ତି । ଆଜି କ୍ୟାପଟେନ କଂଗ୍ରେସ ପାର୍ଟି ପ୍ୟାନେଲକୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ପ୍ୟାନେଲରେ ରାଜ୍ୟସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ୱ … Read More

ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ

କୋଲକାତା, (ଓଡିଶା ଟାଇମ୍): ଚୋରି ଅଭିଯୋଗରେ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ । ପଶ୍ଚିମବଙ୍ଗର କାନ୍ଥିରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ଓ ତାଙ୍କ ଭାଇଙ୍କ ବିରୋଧରେ କେସ ଦାଏର କରାଯାଇଛି । ଦୁଇ ଭାଇ ମ୍ୟୁନିସିପାଲିଟିରୁ ରିଲିଫ୍ ସାମଗ୍ରୀ … Read More

ପଶ୍ଚିମବଙ୍ଗରେ ପୁଣି ହିଂସା : ବିଜେପି-ଟିଏମସି କର୍ମକର୍ତ୍ତାଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ ଆହତ

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍):ବିଧାନସଭା ନିର୍ବାଚନ ଫଳାଫଳ ପରେ ବଙ୍ଗରେ ଥମୁନି ରାଜନୈତିକ ହିଂସା । ବୀରଭୂମ ଜିଲ୍ଲାରେ ତ୍ରୁଣମୂଳ କଂଗ୍ରେସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ଜଣ ଆହତ ହୋଇଛନ୍ତି । ଜଣେ ପୋଲିସ ଅଧିକାରୀ କହିଛନ୍ତି … Read More

ଭୋଟ୍‌ ପୂର୍ବରୁ ଲଗାତାର ହିଂସା ହେଉଛି ପଶ୍ଚିମବଙ୍ଗରେ

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍) : ନିର୍ବାଚନ ପାଖେଇବା ସହ, ବଙ୍ଗରେ କେବଳ ପ୍ରଚାର ଲଢ଼େଇ ଦେଖିବାକୁ ମିଳୁନି, ବିଭିନ୍ନ ସ୍ଥାନରୁ ସାମ୍ନାକୁ ଆସୁଛି ରାଜନୈତିକ ହିଂସାର ଚିନ୍ତାଜନକ ଖବର। ଗତରାତିରେ ଉତ୍ତର ୨୪ ପ୍ରଗଣାରେ ବିଜେପି ସାଂସଦଙ୍କ ଘର ପାଖରେ ସିରିଜ … Read More

ଦିନ ୪ଟା ଯାଏଁ ଗୃହ ମୁଲତବି : ଧାନ କିଣା ପ୍ରସଙ୍ଗରେ ବିଜେପି ସଦସ୍ୟଙ୍କ ହୋହଲ୍ଲା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ଗୃହରେ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ଦିନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଦିନ ୧୧ଟା ୩୦ … Read More

ମୋଦିଙ୍କୁ ପ୍ରଶଂସା କରି ଅଡୁଆରେ ଗୁଲାମ ନବୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଜମ୍ମୁ-କାଶ୍ମୀରରେ ଜି-୨୩ ନେତାଙ୍କୁ ଭେଟିବା ଓ ଗୁଲାମ ନବୀ ଆଜାଦଙ୍କ ତରଫରୁ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା ପରେ କଂଗ୍ରେସରେ କମ୍ପନ ଆରମ୍ଭ ହୋଇଯାଇଛି ।ଏହି କାରଣରୁ ଜମ୍ମୁ-କାଶ୍ମୀର ପିସିସି ସଭାପତି ଗୁଲାମ ଅହମ୍ମଦ ମୀର କଂଗ୍ରେସର ବରିଷ୍ଠ … Read More

ବଜେଟ ଅଧିବେଶନର ୨ୟ ଦିନ : ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ବର, (ଓଡିଶା ଟାଇମ୍) :ବଜେଟ ଅଧିବେଶନର ଆଜି ଦ୍ଵିତୀୟ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । କରୋନା … Read More

କଂଗ୍ରେସର ବନ୍ଦ ଡାକରା : ଏନଏଚରେ ଗାଡ଼ି ଚଳାଚଳ ବନ୍ଦ, ରେଳ ଚଳାଚଳ ପ୍ରଭାବିତ

ଭୁବନେଶ୍ବର, (ଓଡିଶା ଟାଇମ୍) : କଂଗ୍ରେସର ବନ୍ଦ ଡାକରା ଯୋଗୁ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏନଏଚରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପଟେ ଶହ ଶହ ଗାଡ଼ି … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦିନିକିଆ ତାମିଲନାଡୁ ଓ କେରଳ ଗସ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁ ଓ କେରଳକୁ ଦିନିକିଆ ଗସ୍ତରେ ଯାଉଛନ୍ତି। ସେ ଉଭୟ ରାଜ୍ୟରେ ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‍ଘାଟନ କରିବେ। ମୋଦୀ ୩ହଜାର ୭୭୦ କୋଟି ଟଙ୍କା ବ୍ୟୟରେ … Read More