ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ଗୁରୁବାର ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ଦଳରୁ ନିଲମ୍ବିତ କରିଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି। ପ୍ରଦୀପ … Read More

ମାସ୍କ ଓ ପିପିଇ କିଟ୍ କିଣା ଦୁର୍ନୀତି ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ କଲେ ଲୋକାୟୁକ୍ତ

ଭୁବନେଶ୍ୱର,(ଓଡିଶା ଟାଇମ୍) :  ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍ ସମେତ କରୋନା ମୁକାବିଲା ପାଇଁ ଅନ୍ୟାନ୍ୟ ଯନ୍ତ୍ରପାତି କିଣାରେ ଓଡିଶା ମେଡିକାଲ କର୍ପୋରେସନର ଦୁର୍ନୀତି ବିରୁଦ୍ଧରେ କଂଗ୍ରେସ ପକ୍ଷରୁ  ସୁଦର୍ଶନ ଦାସ ଲୋକାୟୁକ୍ତରେ ଯେଉଁ ପିଟିସନ ଦାଖଲ କରିଥିଲେ ତା’ର ଆଜି … Read More

ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ

ୱାଶିଂଟନ, (ଓଡିଶା ଟାଇମ୍) : : ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଗ୍ରହଣ କରାଯିବ। କରୋନା ମହାମାରୀ ଏଥରର ନିର୍ବାଚନକୁ ପ୍ରଭାବିତ କରିଛି। ରିପବ୍ଲିକାନ ପାର୍ଟି ତରଫରୁ ପୁନର୍ବାର ଡୋନାଲ୍ଡ ଟ୍ରମ୍ପଙ୍କୁ ଓ ଡେମୋକ୍ରାଟିକ ପାର୍ଟି ତରଫରରୁ ଜୋ … Read More

ଉପନିର୍ବାଚନ ପାଇଁ ଦୁଇ ଦିନିଆ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୮ରେ ତିର୍ତ୍ତୋଲ ଏବଂ ୨୯ରେ ବାଲେଶ୍ବର ପାଇଁ ପ୍ରଚାର

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି । ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର … Read More

ଅର୍ଥନୈତିକ ପେଣ୍ଠସ୍ଥଳୀ ହେବ ବାଲେଶ୍ୱର: ଧର୍ମେନ୍ଦ୍ର

ବାଲେଶ୍ଵର, (ଓଡିଶା ଟାଇମ୍) :ପାଖେଇ ଆସୁଛି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ । ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାରରେ ଲାଗିପଡିଛନ୍ତି ଦଳୀୟ ନେତା । ଉପନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ପ୍ରଚାର ମୈଦାନଙ୍କୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ ହେଭିଓ୍ବେଟ୍ … Read More

ବିହାର ନିର୍ବାଚନ: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ନିର୍ବାଚନୀ ମଇଦାନକୁ ଓହ୍ଲାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧି। ବିହାରରେ ଦୁଇ ନେତାଙ୍କ ଆଜି ଏହା ହେଉଛି ପ୍ରଥମ ରାଲି। ତେବେ ମୋଦି ଆଜି ବିହାରରେ ତିନିଟି ରାଲି କରିବେ … Read More

କଂଗ୍ରେସର ଜିଲ୍ଲା ସଭାପତି ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : କଂଗ୍ରେସ ରବିବାର ୩୩ ଜଣ ସାଂଗଠନିକ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦେଇଛି। ଗଞ୍ଜାମରୁ ରମେଶ ଜେନା, ଖୋର୍ଦ୍ଧାରୁ ସୁରେଶ କୁମାର ରାଉତରାୟ, ରାଉରକେଲାରୁ ଜର୍ଜ ତିର୍କୀ। ଢେଙ୍କାନାଳରୁ ସରୋଜ ପଟ୍ଟନାୟକ, ଭୁବନେଶ୍ୱରରୁ ବିଶ୍ୱଜିତ ଦାସଙ୍କୁ ଦେଇଛି। … Read More

ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା : ବାଲେଶ୍ବର ସଦରରୁ ମାନସ ଦତ୍ତ, ତିର୍ତ୍ତୋଲରୁ ରାଜକିଶୋର ବେହେରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର … Read More

ଶୁଭାରମ୍ଭ ହେଲା ସ୍ବାମୀତ୍ବ ଯୋଜନା; ପ୍ରଥମ ପର୍ଯ୍ୟାୟରେ ୧ଲକ୍ଷ ୩୨ହଜାରଙ୍କୁ ମିଳିଲା ଭୂସମ୍ପତ୍ତି କାର୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ … Read More

ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ … Read More