ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ସଙ୍ଗୀତ ଜଗତରେ ସେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ଲେଖିଛନ୍ତି। ଶୋକ ସନ୍ତପ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

Leave a Reply

Your email address will not be published. Required fields are marked *