୨୦,୦୨୧ ନୂଆ ଆକ୍ରାନ୍ତ ଚିହ୍ନଟ ; ୨୭୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଲଗାତାର କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଦିନକରେ ୨୦,୦୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୨୭୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୭ ହଜାର ୯୦୧ରେ ପହଞ୍ଚିଛି।

ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୦୭,୮୭୧କୁ ବୃଦ୍ଧି ପାଇଛି। ୨,୭୭,୩୦୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୭,୮୨,୬୬୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published.