ଆଜି ପୁଣି ରାଜ୍ୟରେ ୯ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର, ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of Nine #COVID19 positive patients while under treatment in hospitals.
1. A 55-year old male of Balasore district.
2.A 55-year old male of Bhubaneswar who was also suffering from Chronic Kidney Disease.
— H & FW Dept Odisha (@HFWOdisha) August 25, 2020
3. A 70-year old male of Bolangir district who was also suffering from Diabetes.
4.A 39-year old male of Cuttack district who was also suffering from Diabetes & Hypertension.
5.A 56-year old male of Gajapati district.

ଅନ୍ୟପଟେ , ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।