ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
3. A 57 year old male of Bhubaneswar who was also suffering from Hypertension.
4. An 80 year old male of Cuttack district who was also suffering from Diabetes, Hypertension, Parkinsonism, Chronic Obstructive Pulmonary Disease, Chronic Kidney Disease.
— H & FW Dept Odisha (@HFWOdisha) September 10, 2020
5. A 49 year old male of Cuttack district.
6. A 75 year old male of Ganjam district who was also suffering from Diabetes & hypertension.
7. A 71 year old male of Koraput district who was also suffering from Diabetes.
— H & FW Dept Odisha (@HFWOdisha) September 10, 2020
8. A 68 year old male of Nayagarh district who was also suffering from Diabetes.
9. A 17 year old female of Puri district.
10. A 60 year old male of Puri district who was also suffering from Diabetes, Hypertension, Chronic Kidney Disease.
— H & FW Dept Odisha (@HFWOdisha) September 10, 2020
ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୬୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।