ରାଜ୍ୟରେ ସର୍ବାଧିକ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫,  ପୁରୀରୁ ୪, କେନ୍ଦ୍ରାପଡ଼ାରୁ ୨, ରାୟଗଡା, ବଲାଙ୍ଗୀର, ନୟାଗଡ଼, ମୟୁରଭଂଜ, ସୁବର୍ଣ୍ଣପୁର ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.