ଖଣି ମାଲିକ ଜିତୁ ପଟ୍ଟାନାୟକଙ୍କ ଘରେ ଇଡିର ରେଡ୍‌, ୪ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢାଉ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ମନି ଲଣ୍ଟ୍ରିଂ ମାମଲାରେ ଇଡି ଚଢ଼ାଉ କରିଥିବା ଜଣାପଡିଛି । ଭୁବନେଶ୍ୱରର ୨ଟି ଓ ଯୋଡ଼ାର ୨ଟି ସ୍ଥାନରେ ରେଡ୍ ହୋଇଥିବା ଜଣାପଡିଛି । କ୍ୱିନରୁ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିନାହିଁ ।

Leave a Reply

Your email address will not be published.