ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା

କୋରାପୁଟ, (ଓଡିଶା ଟାଇମ୍) : ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ପଜିଟିଭ ଚିହ୍ନଟ ହେବା ପରେ ସେ ନିଜେ ଏନେଇ ସୂଚନା ଦେଇଛନ୍ତି ।

ଏହାସହ ସେ ହୋମ ଆଇସୋଲେସନରେ ରହିଛନ୍ତି । ଏହାସହ ଗତକିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ସହ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published.