ଓଡ଼ିଶାରେ ଚାଲିବ କ୍ରୁଜ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ ଚାଲିବ କ୍ରୁଜ୍। ଚିଲିକା, ଭିତରକନିକା,ହୀରାକୁଦ ଜଳଭଣ୍ଡାର, ମହାନଦୀ, ଏବଂ ସାତକୋଶିଆ ଗଣ୍ଡରେ କ୍ରୁଜ୍ ଚଲାଇବା ନେଇ ପ୍ରସ୍ତାବ ଆଣିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ରାଜ୍ୟରେ ପର୍ଯ୍ୟଟନର ବିକାଶ କରିବାକୁ ଏଭଳି ନୂଆ ଯୋଜନା ପ୍ରସ୍ତୁତ କରାଯାଉଛି। ଜୁଲାଇ ୧୦ ସୁଦ୍ଧା ବିଭିନ୍ନ କ୍ରୁଜ୍ ପରିଚାଳକଙ୍କଠାରୁ ଏନେଇ ପ୍ରସ୍ତାବ ଆଗତ କରାଯିବ। ଏହାପରେ ଏନେଇ ବିଧିବଦ୍ଧ ଭାବେ ନିଷ୍ପତ୍ତି ସହ କେଉଁ ଅଞ୍ଚଳରେ କେତେ କ୍ରୁଜ୍ ଚାଲିବ ସେ ନେଇ ସମ୍ପୂର୍ଣ୍ଣ ନିଷ୍ପତ୍ତି ହେବ ବୋଲି ସୂଚନା ମିଳିଛି ।

 

Leave a Reply

Your email address will not be published.