ଜୁନ୍‌-୨୮ ରାଶିଫଳ: ଆଜି ଦିନଟି କେଉଁମାନଙ୍କର କେମିତି କଟିବ, ଜାଣନ୍ତୁ

ମେଷ

ଶତ୍ରୁ ଆପଣା ଛାଏଁ ଆଡ ହେବା କାରଣରୁ ଆଶ୍ୱସ୍ତ ହୋଇପାରନ୍ତି । ପାରିବାରିକ ସୁଖ ଅବ୍ୟାହତ ରହିବ । ଉନ୍ନତିମୂଳକ କାର୍ଯ୍ୟ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

  • ଚାଷୀ- ଶ୍ରମ ସାର୍ଥକ ହେବ ।
  • ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
  • ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
  • କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
  • ବ୍ୟବସାୟୀ- ଅର୍ଥ ଲାଭ ହେବ ।
  • ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ଧର୍ମପ୍ରିୟ ଓ କ୍ରିୟାଶୀଳ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଶିଳ୍ପ ପାରଦର୍ଶୀ ହେବେ । ହାସ୍ୟ ଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

  • ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
  • ରୋଗୀ- ଅସୁସ୍ଥ ଅନୁଭବ କରିବେ ।
  • ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
  • କର୍ମଜୀବି- ଅର୍ଥ ମିଳିବ ।
  • ବ୍ୟବସାୟୀ- ସଫଳତା ମିଳିବ ।
  • ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ 

ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରିପାରନ୍ତି । ପ୍ରୀତି ଲାଭ କରିବେ । ଅବୀଷ୍ଟ ସିଦ୍ଧି ହେବ । ସକଳ ଗୁଣଯୁକ୍ତ ହେବେ । କାବ୍ୟ-ଶାସ୍ତ୍ରାନୁରକ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

  • ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
  • ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
  • ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
  • କର୍ମଜୀବି- ପ୍ରଶଂସିତ ହେବେ ।
  • ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
  • ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ 

ପରିଶ୍ରମ ମୂଲ୍ୟ ମିଳିବ । ସହିଷ୍ଣୁ ହେବେ । ପତ୍ନୀଙ୍କ ନିକଟରେ ହାର୍ ମାନିବେ । ଶତ୍ରୁନାଶ କରିପାରନ୍ତି । ଗୃହପାଳିତ ପଶୁ କ୍ରୟ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

  • ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
  • ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
  • ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
  • କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
  • ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
  • ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ 

ଆୟ ପରିମାଣ ବୃଦ୍ଧି ପାଇବ । ଧନବାନ୍ ହେବେ । ଅପାର ଗୁଣର ଅଧିକାରୀ ହୋଇପାରନ୍ତି । ଉତ୍ତମ ଭୋଜନ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

  • ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
  • ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
  • ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
  • କର୍ମଜୀବି- ପ୍ରଶଂସିତ ହେବେ ।
  • ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
  • ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା 

ବ୍ୟୟଭାର ବୃଦ୍ଧି ହୋଇପାରେ । ବୁଦ୍ଧିମାନ୍ କାର୍ଯ୍ୟକରି ପ୍ରଶଂସାର ପାତ୍ର ହେବେ । ଧନ ଓ ଯାନବାହନ ଯୁକ୍ତ ହୋଇପାରନ୍ତି । ଶ୍ରେଷ୍ଠ ମାନ୍ୟତା ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

  • ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
  • ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
  • ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
  • କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
  • ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
  • ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା 

ସ୍ଥଗିତ କାର୍ଯ୍ୟର ପୁନଃ ପରିଚାଳନା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଆଣିପାରନ୍ତି । ପଡୋଶୀମାନଙ୍କ ସହ ସେହ୍ନ, ଶ୍ରଦ୍ଧା, ସଦ୍ଭାବନା ରଖିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

  • ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
  • ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
  • ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
  • କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
  • ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
  • ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା

ନିର୍ଭୟରେ କାର୍ଯ୍ୟ ସଂପାଦନ କରିବେ । ପଥଭ୍ରଷ୍ଟ ହେବାର ପ୍ରଶ୍ନ ଉଠୁନାହିଁ । ଆନନ୍ଦ ଉଲ୍ଲାସରେ ସମୟ ବିତାଇ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

  • ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
  • ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
  • ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
  • କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
  • ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
  • ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ 

କର୍ମପ୍ରବଣ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । କାର୍ଯ୍ୟରେ ସ୍ଥିରତା ଉପୁଜି ପାରେ । ଶାନ୍ତି-ସନ୍ତୋଷ ଲାଭ କରିପାରନ୍ତି । ମନୋବଳ ବୃଦ୍ଧି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

  • ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
  • ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
  • ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
  • କର୍ମଜୀବି- ସହଯୋଗ ମିଳିବ ।
  • ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
  • ଗୃହିଣୀ- ଧାର୍ମିକ ହେବେ ।

ମକର

ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଓ ଘାତଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସାବଧାନତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

  • ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
  • ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
  • ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
  • କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
  • ବ୍ୟବସାୟୀ- ବିଜୟୀ ହେବେ ।
  • ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ

କେତେକ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି । ବନ୍ଧୁ ସୁଖ ମିଳିପାରେ । ବସ୍ତ୍ର ଭୂଷଣ ଲାଭ ହେବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୫ ।

  • ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
  • ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
  • ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
  • କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
  • ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
  • ଗହିଣୀ- ସଦିଚ୍ଛା ଭାବ ରହିବ ।

ମୀନ

ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ବିବାଦରେ ବିଜୟୀ ହେବେ । ଦେବ ଦର୍ଶନର ସୁଯୋଗ ଅଛି । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

  • ଚାଷୀ- ଜଳ ସଞ୍ଚୟ କରନ୍ତୁ ।
  • ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
  • ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
  • କର୍ମଜୀବି- ପ୍ରଶଂସିତ ହେବେ ।
  • ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
  • ଗୃହିଣୀ- ସୁଖ ଅନୁଭବ କରିବେ ।

Leave a Reply

Your email address will not be published.

%d bloggers like this: