ଜୁନ୍୨୧ ବଳୟ ସୂର୍ଯ୍ୟପରାଗ, ଜାଣନ୍ତୁ ପେସା ଭିତ୍ତିରେ କେମିତି କଟିବ ଆପଣଙ୍କ ଦିନ
ଆଜି ସୂର୍ଯ୍ୟପରାଗ। ଏହା ଏକ ବିରଳ ମହାଜାଗତିକ ଘଟଣା। ଏହି ବଳୟ ସୂର୍ଯ୍ୟପରାଗ ଓଡ଼ିଶାରେ ଆଂଶିକ ଦିଶିବ। ଆପଣଙ୍କ ଦିନ ଆଜି କେମିତି କଟିବ। ରାଶି ଭିତ୍ତିରେ ଆପଣ ଓ ଆପଣଙ୍କ ଜୀବୀକା ତଥା ପେସା ଉପରେ କି ପ୍ରଭାବ ପଡ଼ିବ। ଆସନ୍ତୁ ଜାଣିବା।
ମେଷ
ଶ୍ରମ ସାର୍ଥକ ହେବ । ପରମ ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପତ୍ନୀଙ୍କ ସୁଖ ଅନୁଭବ କରିପାରନ୍ତି । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
- ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ
- ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
- ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
- ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
- ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
- ରୋଗୀ- ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
- କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
- ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ମିଥୁନ
କାର୍ଯ୍ୟରେ ଅସ୍ଥିରତା ଲାଗି ରହିବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
- ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
- ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
- ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
- କର୍ମଜୀବି- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ଅର୍ଥ ହାନୀ ହେବ ।
- ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
- ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
- ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
- କର୍ମଜୀବି- ସହଯୋଗ ମିଳିବ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
- ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
- ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ
ସୁଖ, ସମୃଦ୍ଧିର ମୂଳଦୁଆ ପକାଇ ପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ପରିବାର ପ୍ରତି ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
- ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ଧାର୍ମିକ ହେବେ ।
କନ୍ୟା
ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନ ବିତିପାରେ । ସାହସୀ ଓ ସମ୍ପତ୍ତିବାନ୍ ହେବେ । ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
- ଗୃହିଣୀ- ସୁଖ ଅନୁଭବ କରିବେ ।
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- କର୍ମଜୀବି- ସଫଳତା ହାତ ଛଡାହୋଇଯିବ ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ରୋହଣ କରିବେ ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ ।
- ଚାଷୀ- ଜଳ ସଞ୍ଚୟ କରନ୍ତୁ
ତୁଳା
ଅସୁସ୍ଥତା ସାମାନ୍ୟ ହେଲେ ବି ବିଶ୍ରାମ ଗ୍ରହଣ କରିବାକୁ ଇଚ୍ଛାପ୍ରକାଶ କରିପାରନ୍ତି । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟରୁ ଲାଭ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
- ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବି- ପ୍ରଶଂସିତ ହେବେ
- ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
- ଗୃହିଣୀ- ସୁଖୀ ହେବେ ।
ବିଛା
ଶୁଭ କାର୍ଯ୍ୟରେ ମନ ରହିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହୋଇପାରେ । ସ୍ୱକାର୍ଯ୍ୟର ସ୍ୱଚ୍ଛତା ପାଇଁ ଗର୍ବିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
- ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ସଫଳତା ମିଳିବ ।
- କର୍ମଜୀବି- ସହଯୋଗ ମିଳିବ ।
- ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
- ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
- ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ
ଆମୋଦ-ପ୍ରମୋଦରେ କିଛି ସମୟ କଟାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
- ଚାଷୀ- ଜଳ ସଞ୍ଚୟ କରନ୍ତୁ ।
- ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
- କର୍ମଜୀବି- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
- ଗୃହିଣୀ- ସୁଖଭାରା ଦିନଟି ।
ମକର
ଭୋଗ-ବିଳାସ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବିଦ୍ୟାପ୍ରତି ଆଗ୍ରହୀ ହେବେ । ବିଭିନ୍ନ ଦିଗରୁ ଅର୍ଥ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
- ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
- ରୋଗୀ- ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
- କର୍ମଜୀବୀ- ଅର୍ଥ ମିଳିବ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କୁମ୍ଭ
କେହି ଆପଣଙ୍କୁ ପ୍ରତାରିତ କରିବାକୁ ଉଦ୍ୟମ କରି ବିଫଳ ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
- ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
- ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
- କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
- ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମୀନ
ବିବାଦରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩।
- ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
- ଚାଷୀ- ଗୋବର ଖତ ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
- ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
- କର୍ମଜୀବି- ଅର୍ଥ ହାନୀ ହେବ ।
- ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।