ଆଜିର ରାଶିଫଳ: ପେସା ଅନୁସାରେ କେମିତି କଟିବ ଆପଣଙ୍କ ଦିନ
ମେଷ
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକ୍ଷେତ୍ରକୁ ରକ୍ଷା କରିବାର ପ୍ରୟାସ ଜାରି ରଖିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
- ଗୃହିଣୀ- ସୁଖଭାରା ଦିନଟି ।
- ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
- କର୍ମଜୀବି- ପ୍ରମୋସନ୍ ମିଳିବ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
- ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
- ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ବୃଷ
ମନ ପ୍ରସନ୍ନ ରହିବ । ଧର୍ମପରାୟଣ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
- ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
- ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
- ଗୃହିଣୀ- ଧାର୍ମିକ ହେବେ ।
ମିଥୁନ
ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
- ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
- ରୋଗୀ- ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
- କର୍ମଜୀବୀ- କାର୍ଯ୍ୟରେ ସଫଳ ହେବେ ।
- ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
- ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
ଆୟ ବୃଦ୍ଧିର ସୂଚନା ମିଳୁଛି । ପରିବାର ଓ ଆତ୍ମୀୟସ୍ୱଜନଙ୍କ କଲ୍ୟାଣ ଭାଜନ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
- ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
- ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
- କର୍ମଜୀବୀ- କାର୍ଯ୍ୟରେ ସଫଳ ହେବେ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ସିଂହ – ସୁଖ-ସମ୍ମାନ ଲାଭ କରିପାରନ୍ତି । ଶୁଭ କର୍ମରେ ଉତ୍ସାହିତ ହୋଇ ଅଧିକ ଅର୍ଥ ବ୍ୟୟ କରିବେ । କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
- ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
- ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
- କର୍ମଜୀବି- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
- ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
- ଗହିଣୀ- ସଦିଚ୍ଛା ଭାବ ରହିବ ।
- ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
- କର୍ମଜୀବୀ- ସ୍ୱକାର୍ଯ୍ୟ କରିବେ ।
- ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
- ରୋଗୀ- ସୁସ୍ଥ ଅନୁଭବ କରିବେ ।
- ଚାଷୀ- ଶ୍ରମ ସାର୍ଥକ ହେବ ।
ତୁଳା
କାର୍ଯ୍ୟରେ ସଫଳତା ହାସଲ କରିବେ । ମନ ପ୍ରସନ୍ନ ରହିବ । କୁଳର ଆଲୋକ ବର୍ତ୍ତିକା ହୋଇପାରନ୍ତି । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
- ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
- ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
- ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
- କର୍ମଜୀବି- ସମ୍ମାନିତ ହେବେ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
କାର୍ଯ୍ୟରେ ସଫଳତା ଲାଭ କରିବେ , ମାତ୍ର ବିଳମ୍ବରେ । ଆୟ ଆଶାନୁରୁପ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
- ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
- ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
- କର୍ମଜୀବୀ- କାର୍ଯ୍ୟ କରି ପ୍ରଶଂସିତ ହେବେ ।
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଧନୁ
କର୍ମତତ୍ପରତା ପ୍ରକାଶ ପାଇବ । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟ ଲାଭଜନକ ହେବ । ଶତ୍ରୁମାନେ କ୍ଷତି ସାଧନ କରିବାକୁ ଉଦ୍ୟମ ଚଳାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
- ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
- ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
- କର୍ମଜୀବି- ଜଳଯାତ୍ରା ମନା ।
- ବ୍ୟବସାୟୀ- ବିଜୟୀ ହେବେ ।
- ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
ମନସ୍କାମନା ପୂର୍ଣ୍ଣ ହୋଇପାରେ । ସେବକ ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟ ଲାଭଜନକ ହେବ । କାର୍ଯ୍ୟ ସଂପାଦନ ପାଇଁ ପତ୍ନୀଙ୍କ ପରାମର୍ଶ ନେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
- ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
- ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
- କର୍ମଜୀବୀ- ଉନ୍ନତିର ମାର୍ଗ ମିଳିବ ।
- ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
- ଗୃହିଣୀ- ସୁଖଭାରା ଦିନଟି ।
କୁମ୍ଭ
ଲକ୍ଷ୍ୟ ହାସଲ କରି ଆତ୍ମସନ୍ତୋଷ ଲାଭ କରିବେ । କେତେକ କ୍ଷେତ୍ରରେ ବ୍ୟୟ ଅଯଥା ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
- ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
- କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
- ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
- ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
- ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ମୀନ
କାର୍ଯ୍ୟ ଧୀରେଧୀରେ କରାୟତ୍ତ ହେବ । ମିତ୍ରତା ସୁଦୃଢ ହେବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
- ଚାଷୀ- ଜଳ ସଞ୍ଚୟ କରନ୍ତୁ ।
- ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବୀ- କାର୍ଯ୍ୟ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ସୁଖୀ ହେବେ ।