ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ପୁରୁଣା ଚିନ୍ତା ଭୁଲି ଆଗକୁ ବଢିବା ପାଇଁ ଭାବନ୍ତୁ । କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ । କାରବାର ସମ୍ବନ୍ଧୀୟ ଯାତ୍ରାକରିବାକୁ ପଡିପାରେ ।
ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।

  • ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
    ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
    ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
    କର୍ମଜୀବି- ପ୍ରଶଂସିତ ହେବେ ।
    ବ୍ୟବସାୟୀ- ଅର୍ଥ ହାନୀ ହେବ ।
    ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ବ୍ୟବସାୟରେ ଅଗ୍ରଗତି ଏବଂ ନୂତନ ଯୋଜନା କାର୍ଯ୍ୟ କାରୀ କରିବେ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ସାହିତ୍ୟ କଳା ସଂସ୍କୃତି ସଂଗୀତକ୍ଷେତ୍ରରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା ।ଶୁଭ ଅଙ୍କ ୬ 

  • ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
    କର୍ମଜୀବି- ସହଯୋଗ ମିଳିବ ।
    ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
    ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
    ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
    ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ –

ବହୁବିଳମ୍ବରେସେ�୍ୱକାମଗୁଡିକଠିକ୍‌ଭାବରେ ସମ୍ପନ୍ନ ନ ହେବାରୁମାନସିକସ୍ତରରେସନ୍ତୁଷ୍ଟହୋଇପାରିବେ ନାହିଁ । ଜଣାଶୁଣାବ୍ୟକ୍ତିଙ୍କସହାୟତାରେବ୍ୟବସାୟ, ପରିବହନ ଓ ବାଣିଜ୍ୟକ୍ଷେତ୍ରରେସମସ୍ୟା ଦୂରହେବ । ଶୁଭରଙ୍ଗଲାଲ୍ । ଶୁଭ ଅଙ୍କ ୫ ।

  • ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
    ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
    ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
    କର୍ମଜୀବି- ସହଯୋଗ ମିଳିବ ।
    ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
    ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

କୌଣସି ଅତୀତଘଟଣାମନରେବାରମ୍ବାର ଆଲୋଡନ
ସୃଷ୍ଟିକରିବାରୁକୌଣସିକାମ ପ୍ରତିଉତ୍ସାହରହି ନ ପାରେ । ପ୍ରିୟଜନମାନଙ୍କସହ ନୂତନ
ସ୍ଥାନକୁବୁଲି ଯିବାରସୁଯୋଗଲାଭକରିପାରନ୍ତି । ଶୁଭରଙ୍ଗ ଧଳା ।ଶୁଭଅଙ୍କ ୭ ।

  • ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
    ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
    ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
    କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
    ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
    ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ନୂତନ କର୍ମଯୋଜନାସ୍ଥିରକରିବେଏବଂସାହିତ୍ୟକଳାଏବଂଗବେଷଣା ଦିଗରେ
ଅଗ୍ରଗତିକରିବେ । ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହେବ । ନିଜକାମରେ ନିଜେ
ଫଇସଲାକରିସନ୍ତୁଷ୍ଟହେବେ । ଶୁଭ ରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୨

  • ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
    ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
    ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
    ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା

 ଆକସ୍ମିକବହୁତଟଙ୍କାଖର୍ଚ୍ଚକରିଥିବାକାରଣରୁ ଆଜିହଠାତ୍ ଆବଶ୍ୟକତା
ପୂରଣକରିବାସକାଶେ ଧାରକରିବାକୁ ପଡିବ । ଆଜିରକର୍ମକ୍ଷେତ୍ରରେକ୍ଳାନ୍ତି
ଅନୁଭବକରିବେ । ଶୁଭରଙ୍ଗ ହଳଦି ।ଶୁଭ ଅଙ୍କ ୩ ।

  • ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
    ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ସଫଳତା ମିଳିବ ।
    ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା

ଆଜିବିଶେଷକିଛି ଅସୁବିଧା ନ ଥିଲେ ମଧ୍ୟ
କର୍ମକ୍ଷେତ୍ରରେକୌଣସିକାରଣକୁନେଇଟେନ୍‌ସନଲାଗିରହିବ । ଆଖି ନ ଦେଖା
କଥାକୁବିଶ୍ୱାସକରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ
୪ ।

  • ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ରୋଗୀ-ସତର୍କତାର ଦିନ ।
    ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
    କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
    ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
    ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା

କର୍ମକ୍ଷେତ୍ରରେ ଦୃଢ ପଦକ୍ଷପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ ।ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରିପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

  • ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
    ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
    ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
    କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
    ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
    ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ

କାର୍ଯ୍ୟବ୍ୟସ୍ତତାକାରଣରୁ ଆପଣଖାଇବା ପିଇବାରେ ଅବହେଳାକରି ନିଜରସ୍ୱାସ୍ଥ୍ୟ ପାଇଁ ନିଜେହିଁବାଧକସାଜିବେ । ନୂତନ କାର୍ଯ୍ୟରେହାତ ଦେଇକୃତକାର୍ଯ୍ୟହେବେ । ଶୁଭରଙ୍ଗ
ନୀଳ ।ଶୁଭ ଅଙ୍କ ୨ ।

  • ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
    ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
    ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
    କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
    ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
    ଗୃହିଣୀ- ଧାର୍ମିକ ହେବେ ।

ମକର

ନିଜର ଅବହେଳା କାରଣରୁ କିମ୍ବା ଅସାବଧନତା ଜନିତ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି
ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭ କରି ଉପକୃତ
ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

  • ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
    ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
    ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
    କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
    ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
    ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ

ପ୍ରତ୍ୟେକକ୍ଷେତ୍ରରେସମୟୋଚିତ ପଦକ୍ଷେପ ଗ୍ରହଣକରିବାକାରଣରୁ ପରିବାରରେସୁଖଶାନ୍ତିଫେରି ଆସିବ । ପୁରାତନ ରୋଗର ପ୍ରାଦୁର୍ଭାବବୃଦ୍ଧି ପାଇବ, ଯାହାକି ମୁଣ୍ଡ ବ୍ୟଥାର କାରଣ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

  • ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
    ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
    ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
    କର୍ମଜୀବି- ସମ୍ମାନ ପାଇବେ ।
    ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
  • ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ

ଆଜିରକର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ ।ଏଣୁ ଯାହାକିଛିିକହିବେଭାବିଚିନ୍ତିକହିବା ଓ କରିବା ଭଲ ହେବ । ଶୁଭରଙ୍ଗନାରଙ୍ଗୀ ।ଶୁଭ ଅଙ୍କ ୯ ।

  • ଚାଷୀ- ଜଳ ସଞ୍ଚୟ କରନ୍ତୁ ।
    ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
    ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
    ଗୃହିଣୀ- ଧାର୍ମିକ ହେବେ ।

Leave a Reply

Your email address will not be published. Required fields are marked *