ଆଜି ଡିସେମ୍ବର ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଆପଣଙ୍କ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ୱାସ୍ଥ୍ୟ ଉନ୍ନତି ସ୍ଥିତିରେ ରହିବ । ଅସାଧ୍ୟ ସାଧନ କରିବା ସହ ସହକର୍ମୀଙ୍କ ସହାୟତାରେ ସିଦ୍ଧିଲାଭ ଅବଶ୍ୟ ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ

ଆଜି ଘରେ ହେଉ ବାହାରେ ସବୁଠି ଅନ୍ୟମାନଙ୍କ ଠାରୁ ପ୍ରଶଂସା ପାଇବେ । ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ମିଥୁନ

ଆପଣ ଆନୁ ।ନିକ କାମରେ, ବ୍ୟବସାୟିକ ସ୍ଥିତିରେ, ପରିବହନରେ, ସଭା ସମିତିରେ ସଫଳତା ଲାଭ କରିବେ । ସାଧାରଣ କତାରେ ଯୁକ୍ତିତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ

ଭାବପ୍ରବଣତା ବୃଦ୍ଧି ପାଇବା ହେତୁ ସୁଯୋଗ ହାରଛଡା କରିବେ । ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ

ଆଜି ପ୍ରତ୍ୟେକ କାମ ସମସ୍ୟା ଭିତରେ ହିଁ ସମ୍ପନ୍ନ ହେବ । କୌଣସି ସ୍ଥାନକୁ ଯିବା ସମୟରେ ନିଜର ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଅଫିସରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ନିକଟସ୍ଥ ବ୍ୟକ୍ତିମାନଙ୍କୁ ବିଶ୍ୱାସ କରି ଠକାମିରେ ପଡିପାରନ୍ତି । ଷ୍ଟେସନେରି ଜିନିଷ, ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା 

ଆଜି ଛୋଟ କଥାକୁ କେନ୍ଦ୍ର କରି ଘରେ ସାଧାରଣ କଥାରେ ଝଗଡା ହେବାର ଆଶଙ୍କା ରହିଛି । ଯାତ୍ରା ସମୟରେ ଯାନବାହନରେ ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା

କଳୁଷିତ ଚିନ୍ତାଧାରା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ଅନ୍ୟମାନଙ୍କ ବିଷୟ ଚିନ୍ତା କରି ନିକ ପ୍ରତି ଅବହେଳା କରିପାରନ୍ତି । ମନ ଭୁଲାଣିଆ କଥା କରି ପାରିବାରିକ ସମସ୍ୟା ସୁଧାରି ନେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ

ପ୍ରତ୍ୟେକ କର୍ମ ସମ୍ପର୍କିତ ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ । ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍ ସମ୍ପର୍କୀୟ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର

ଆଜିର ପ୍ରତ୍ୟୁଷ ଯାତ୍ରା,ସ୍ତ୍ରୀ ସମ୍ପର୍କ, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପ୍ରଦାନ କରିବେ । ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ

ବିଭିନ୍ନ ସମସ୍ୟା କାରଣରୁ ମନରେ ସରସତା ରହିବ ନାହିଁ । ଦୁଃସାହସିକ କାର୍ଯ୍ୟରେ ଶୁଭଫଳ ଅବଶ୍ୟ ପାଇବେ । ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ

ଆଜିର ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ ଏବଂ ନୂତନ ଯୋଜନା କରିବାରେ ମନ ଦେବେ । କିନ୍ତୁ ଈର୍ଷାପର ନିକଟ ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ଯିବାରେ ଲାଗି ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

 

Leave a Reply

Your email address will not be published.