ଆଜି ମାର୍ଚ୍ଚ ୦୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଆଜି ବନ୍ଧୁଙ୍କ ସହ ପରିସ୍ଥିତିବଶତଃ ସାମାନ୍ୟ ବିତର୍କରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ

କୌଣସି ହିତୈଷୀ ବନ୍ଧୁଜଣେ ଆପଣଙ୍କ କୁତ୍ସାରଟନା କରିପାରନ୍ତି । କର୍ମକ୍ଷେତ୍ରରେ ଛୋଟ କଥାଟିକୁ ଇଙ୍ଗ ଆକାରରେ ଚିନ୍ତା କରି ବ୍ୟସ୍ତତା ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ

ଦୀର୍ଘଦିନରୁ ଅଟକି ରହିଯାଇଥିବା କାମ ପାଇଁ ଚିନ୍ତା ପ୍ରକଟ କରିପାରନ୍ତି । ନିଜ ଲୋକମାନେ ପାରିବାରିକ ସମସ୍ୟା ସୃଷ୍ଟିର ମୂଳକାରଣ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ସଙ୍ଗକୁ ଯାତ୍ରା, ବାଣିଜ୍ୟ ମଧ୍ୟ ପ୍ରଭାବିତ ହୋଇପାରେ । ବିବାଦ, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ଆଲୋଚନାରେ ପରିସ୍ଥିତି ସରଗରମ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ଆଜି ମନ ଯେମିତି ଚାହୁଁଛି ସେପରି କାମ କରିବାରେ ଅସୁବିଧା ରହିବ ନାହିଁ । ଅଳ୍ପ ଖର୍ଚ୍ଚରେ କାମ ହାସଲ କରିବାକୁ ଯାଇ ବେଶି ଖର୍ଚ୍ଚାନ୍ତ ହେବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା 

ଅଭାବ ନ ଥିଲେ ମଧ୍ୟ କୌଣସି ଅତୀତ କଥାର ଜଲକ ମନକୁ ବିଷାଦିତ କରିବ । କର୍ମକ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବାରେ ସାମୟିକ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା

ଯାତ୍ରା, ବାଣିଜ୍ୟ, ସରକାରୀ ସ୍ତରର କାମ, ସଭାସମିତିରେ ଆଲୋଚନା କ୍ଷେତ୍ର ଆପଣଙ୍କ ସକାଶେ ଭଲ ରହିବ । ଘରୋଇ କାମରେ ବାଧା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା

ସାମଗ୍ରିକ ଦୃଷ୍ଟିକୋଣରୁ ଗ୍ରହସ୍ଥିତି ଭଲ ହେତୁ ଯାହା କରବେ ପ୍ରତୀପ୍ରଦ ରହିବ । ନିଜ ଲୋକମାନଙ୍କ ବେପରୁଆ ମନୋଭାବ ଯୋଗୁ ବିଚଳିତ ବୋଧ କରିବେ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ

ରାଶିରେ ପାପଗ୍ରହଙ୍କ ସମାବେଶ କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ମକର

ଆପଣଙ୍କ ଭାଷା ଓ ଭାବନା ପ୍ରତିକୂଳ ପରିବେଶ ସୃଷ୍ଟି କରିବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ

ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଚର୍ଯ୍ୟା ମନ୍ଦ ହେବନି ଏବଂ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ମାଲିକାନାକୁ ନେଇ ବିବାଦୀୟ ସ୍ଥିିତି ଉପୁଜିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ

ପରିବାର, ଲୋକସମ୍ପର୍କ, ଜମିଜମା, ନୂତନ ଗୃହ, ଯାନବାହନାଦି କ୍ଷେତ୍ର ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

 

Leave a Reply

Your email address will not be published. Required fields are marked *