ଆଜି ଫେବୃୟାରୀ ୦୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ – କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି । ଆର୍ଥିକ ସ୍ୱଚ୍ଛଳତା ରହିଥିଲେ ମଧ୍ୟ ପଋଳଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ଶୁଭଗ୍ରହ ପ୍ରଭାବରୁ ଆପଣଙ୍କର ଆଜିର କାମ ପାଇଁ କୌଣସି ଅସୁବିଧା ପରିଲକ୍ଷିତ ହେବ ନାହିଁ । ନୂତନବନ୍ଧୁତ୍ୱ ସ୍ଥାପନରେ ସହକର୍ମୀଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ

ବନ୍ଧୁଙ୍କ ସହାୟତାରେ ବିଭିନ୍ନ ଦିଗରୁ ଅର୍ଥାଗମର ଦ୍ୱାର ଉନ୍ମକ୍ତ ହୋଇଯିବ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ଆଜିର କର୍ମକ୍ଷେତ୍ରରେ କୌନସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍ ହେବ ନାହିଁ । ନିଜର ପ୍ରତ୍ୟୁତ୍ପନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ସିଂହ

କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ । ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା

ଆଜି ସକାଳୁ ସକାଳୁ ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସହକର୍ମୀଙ୍କ ସହ ଆଜିର ଭ୍ରମଣ ସୁଖ ବେଶଗ ଉପଭୋଗ୍ୟ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା 

କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡିପାରେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତି । ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ସହକର୍ମୀଙ୍କ ଜରିଆରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ପ୍ରତିବନ୍ଧକ କାରଣରୁ ଶୀଘ୍ର ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ

ଆଜି ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେଲେ ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର

ବିଭିନ୍ନ ସମସ୍ୟା ମଧ୍ୟରେ ଅଭନିଃଶ୍ୱାସୀ ହେବାକୁ ପଡିପାରେ । ଯିଏ ଯାହା କହୁନା କାହିଁକି, ଆପଣ ଯେମିତି ଭାବୁଛନ୍ତି ସେମିତି କରିବା ମନ୍ଦ ହେବନି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ

ଆର୍ଥିକ ଅନଟନ ପ୍ରତ୍ୟେକ କାମକୁ ବିଳମ୍ବିତ କରିବାକୁ ବ୍ୟସ୍ତତା ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

କର୍ମକ୍ଷେତ୍ରରେ ବହୁ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି । ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

 

Leave a Reply

Your email address will not be published.