ଆଜି ମାର୍ଚ୍ଚ ୦୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଦ୍ୱିଜା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ । ଅବହେଳା କାରନରୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ରୋହିଣୀ ନକ୍ଷତ୍ରର ବିଭିନ୍ନ ପ୍ରକାରର ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସରକାରି ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ମୃଗଶିରା ସାମୟିକ ପୁରୁଣା ରୋଗରୁ କଷ୍ଟ ପାଇବେ । ନିଜ ପରିସରରେ ତର୍କ ବିତର୍କ କାରଣରୁ ସମ୍ପର୍କ ହାନି ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ପୁନର୍ବସୁ ଶାରୀରିକ ଦୁର୍ବଳତା ରହିଥିଲେ ମଧ୍ୟ କର୍ମକ୍ଷେତ୍ର ଯଥାରୀତି ସମ୍ପନ୍ନ କରିବେ । ଆନୁ ।ନିକ କାମରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ
ମଘା ନକ୍ଷତ୍ରର ସାଧାରଣ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ଆଜି ଦୀର୍ଘଦିନର ଆଶା ଫଳବତୀ ହେବ । ମୋଟାଅଙ୍କର ଗୃହୋପକରଣ କ୍ରୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କନ୍ୟା
ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ସାହାଯ୍ୟ , ସହ-ଯୋଗ ପାଇବା କଷ୍ଟ କର ହୋଇପଡିବ । ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
ତୁଳା
ସ୍ୱାତୀ ନକ୍ଷତ୍ରର ସ୍ୱାସ୍ଥ୍ୟ ଠିକ୍ ଥିଲେ ମଧ୍ୟ କେତେକ ସ୍ଥଗିତ କାର୍ଯ୍ୟ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ପରିବାରର ସୁଖ ଶାନ୍ତି ଅକ୍ଷୁର୍ଣ୍ଣ ରହିପାରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ପରିସ୍ଥିତି ପ୍ରତି ନଜର ରଖିବା ସାଙ୍ଗକୁ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ମାଲିମୋକଦ୍ଦମାରେ ବିଜୟପ୍ରାପ୍ତିର ସମ୍ଭାବନା ରହିଛି । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ଧନୁ
କୌଣସି ନୂତନ କର୍ମାରମ୍ଭ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି । ମୁଳା ନକ୍ଷତ୍ର ସକାଳୁ ସକାଳୁ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର
ପାରିପାଶ୍ୱିର୍କ ପରିସ୍ଥିତି ବଦଳିଯିବା କାରଣରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଶ୍ରବଣା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ଅର୍ଥ ସଂକଟ, ସହକର୍ମୀଙ୍କ ଅସହ-ଯୋଗ, ପ୍ରଶାସନିକ ଦ୍ୱନ୍ଦ୍ୱ ଓ ଦୂର ଯାତ୍ରାରେ ଆଶାନୁଯାୟୀ ଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମୀନ
ପଡିରହିଥିବା କାମଟିକୁ ବନ୍ଧୁମାନଙ୍କ ଦ୍ୱାରା ସମ୍ପନ୍ନ କରିବେ । ଅର୍ଥ ଆଦାୟରେ ସକ୍ଷମ ହେବେ । ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।