ଆଜି ଏପ୍ରିଲ ୦୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜିର କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟ କଥା କହି ପରିସ୍ଥିତିକୁ ସୁଧାରି ନେବେ । ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ

ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ । ପଛକଥା ଚିନ୍ତା ନ କରି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ । ଉଦ୍ୟମ ସଫଳ ଦିଗରେ ଜଣେ ଦୂର ସମ୍ପର୍କୀୟ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । କୌଣସି ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁଦ୍ୱାରକୁ ଗମନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ସହକର୍ମୀ କିମ୍ବା ବନ୍ଧୁଙ୍କ ଠାରୁ ଅଯାଚିତ ସାହାର୍ଯ୍ୟ ପାଇ ଖୁସି ହେବେ । ଆଲୋଚନା ପରିସରରେ ବିଜ୍ଞ ବ୍ୟକ୍ତିଙ୍କ ନିକଟରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଗଠନ ମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ

ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରବନ୍ଧୁ ମଧ୍ୟରେ ସୁସମ୍ପର୍କ ଅକ୍ଷୁର୍ଣ୍ଣ ରହିବ । ଅଚାନକ ଭାବରେ ଶୁଭ ଖବର ଶୁଣି ବିସ୍ମୟାଭିଭୂତ ହୋଇପାରନ୍ତି । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ, ଏଣୁ ସତର୍କତା ରକ୍ଷା କରିବା ଭଲ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ତୁଳା

ନିଜ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବା ସଙ୍ଗକୁ ପରିବାରରେ ଶାନ୍ତି ଫେରି ଆସିବ । ଆଲୋଚନା ଦ୍ୱାରା ସମସ୍ୟାର ସମଧାନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

ପ୍ରତ୍ୟେକ କାର୍ଯ୍ୟ ଦରଖଣ୍ଡିଆ ରହିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି । ଅନ୍ୟାୟ ବିରୋଧରେ ସ୍ୱର ଉଠାଇଲେ ମଧ୍ୟ ସମସ୍ତେ ଶୁଣି ମଧ୍ୟ ନ ଶୁଣିଥିବାର ଅଭିନୟ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ଧନୁ

ପାରିବାରିକ ସମସ୍ୟା ଆପୋସ ମିଳାମିଶାରୁ ସମାଧାନ ଘଟିବ । ଆପଣଙ୍କ ରୁକ୍ଷ ବ୍ୟବହାର, ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ତଥାପି ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଆଜି ଦିନଟିରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସଙ୍ଗକୁ ବନ୍ଧୁଙ୍କ ଅନାଦର ଭାବ ଯୋଗୁ ସାମୟିକ ମନ ଦୁଃଖ ହୋଇପାରେ । ନିଜର ହିତୈଷୀମାନଙ୍କୁ ବୃଥା ସନ୍ଦେହ କରି ଭୁଲ୍ ଠିକ୍ ସୁବିଚାର କରିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

କୁମ୍ଭ

ଆଜି କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ

ପରିବାରରୁ ପୂର୍ଣ୍ଣ ସମର୍ଥନ ନ ପାଇବା କାରଣରୁ କାମଟି ପୂର୍ଣ୍ଣାଙ୍ଗ ହେବା ସହଜସାଧ୍ୟ ନ ହୋଇପାରେ । ରେବତୀ ନକ୍ଷତ୍ର ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଉତ୍ତମ ଫଳ ପାଇବେ ।

 

 

Leave a Reply

Your email address will not be published. Required fields are marked *