ଆଜି ଫେବୃୟାରୀ ୦୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

କର୍ମଭାବରେ ଚାରୋଟି ଗ୍ରହ ଦ୍ୱାରା ସୃଷ୍ଟି ହୋଇଥିବା ରହ-ଯୋଗ ସାମଗ୍ରିକ ଦୃଷ୍ଟିକୋଣରୁ ସଫଳତା ଆଣି ଦେବ । ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ

ରାଶିରେ ପାପଗ୍ରହ ହେତୁ ମାନସିକ ଚାପଗ୍ରସ୍ତ ହୋଇ ଅଶାନ୍ତ ରହିପାରନ୍ତି । ଆଜି ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ

ଦୁଃସ୍ଥାନସ୍ଥ ଏକାଧିକ ଗ୍ରହ କାରଣରୁ ସଜାଗ ରହି କାମ ନ କଲେ ଅସୁବିଧା ସମ୍ମୁଖୀନ ହେବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

ପ୍ରତିବାଦୀ ସ୍ଥାନରେ ଏକାଧିକ ଗ୍ରହ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଆଣିପାରେ, ଯାହା ଅନ୍ୟମାନଙ୍କ ପାଇଁ ସହଜଲଭ୍ୟ ଆପଣଙ୍କ ପାଇଁ ଦୁରୂହ ହୋଇପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ

କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ବନ୍ଧୁଙ୍କ ଅସହଯୋଗରେ କେତେକ ବ୍ୟତିକ୍ରମ ଘଟିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା

ସ୍ଥଗିତ କାର୍ଯ୍ୟ ହାସଲ କ୍ଷେତ୍ରରେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି । ଆକସ୍ମିକ ଭାବରେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା

ସମସ୍ୟା ମଧ୍ୟରେ ଗତି କରି ମଧ୍ୟ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । କ୍ରୀଡା, କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା

ହିତୈଷୀମାନଙ୍କ ସହାୟତାରେ ଆଜିର କାମଗୁଡିକ ଯଥା ସମୟରେ ସମ୍ପନ୍ନ ହୋଇପାରିବ । କର୍ମକ୍ଷେତ୍ରରେ କୌଣସି ଯୁବ ବ୍ୟକ୍ତିଙ୍କ ଠାରୁ ଅଯାଚିତ ଭାବେ ଯଥେଷ୍ଟ ସହାୟତା ପାଇବେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ହେତୁ ସାମୟିକ ମନ ଖୁସି ରହିବ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ଅଶାନ୍ତ ମନକୁ ଶାନ୍ତ କରାଇବାରେ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । କାମଟିକୁ ପୂର୍ଣ୍ଣାଙ୍ଗ କରିବା ସକାଶେ ଅର୍ଥ ସଙ୍ଗଟ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

ଆଜି ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡିବେ । ଶିକ୍ଷା, ପରୀକ୍ଷା , ସାକ୍ଷାତ୍‌କାର ତଥା ବ୍ୟବସାୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟିର ଆଶଙ୍କାକୁ ଏଡି ହେବ ନାହିଁ । ଆଜିର ଜୀବନଯାତ୍ରା ବିଶେଷ କଷ୍ଟପ୍ରଦ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 

Leave a Reply

Your email address will not be published. Required fields are marked *