ଆଜି ଫେବୃୟାରୀ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା,ଆଦର ପାଇ ମନର ଦୁଃଖକୁ ମନେପକାଇ ପାରିବେ ନାହିଁ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବୃଷ

ପାରିବାରିକ ଅଶାନ୍ତିରେ ମନର ଦୁଃଖକୟ ଲୁଚାଇ ରଖି ହସି ହସି କଥା କହିବେ । ଏହା ସଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ

ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ

ଗତକାଲିର ଆଲୋଚନା ଅନୁଯାୟି ଆଜିର କାମ ସବୁ ଠିକ୍ ହୋଇଯିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ

ନିଜ ଭବିଷ୍ୟତକୁ ଆଖି ଆଗରେ ଦେଖି ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି । ସ୍ତ୍ରୀ ସହ ମନପମାଲିନ୍ୟ ଘଟିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁ ।ନିକ କାମରୁ ଖୁସୀ ରହିବେ । ଖୋଜୁଥିବା ଲୋକଟିକୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା

ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା

ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ସାମାଜିକ ସ୍ତରରେ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ । ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ

କାର୍ଯ୍ୟହାନି ଓ ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର

ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିନ ନାହିଁ । କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ 

ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ସାଧାରନ କଥାକୁ ବଡ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ

ଗତକାଲିର ଘଟଣାବଳୀକୁ ନେଇ ରହିଥିବା ଟେନ୍ ସନ୍ ଆଜି କମିଯିବ । ପ୍ରତ୍ୟେକ କ୍ଷେତ୍ରରେ ସହ-ଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

 

Leave a Reply

Your email address will not be published.