ଆଜି ଏପ୍ରିଲ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଆପଣଙ୍କ କଳାନୁରାଗୀ, ସଙ୍ଗୀତପ୍ରିୟ ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯ୍ଧେଜ୍ଞ ପାଇବେ । ଆଜି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟରେ ଖର୍ଚ୍ଚ କରି ଅନୁତାପ କରିବେ । କେତେକ ସମୟରେ ପାଖରେ କାମ କରୁଥିବା ଲୋକଟି ଉପରେ ନିର୍ଭରଶୀଳ ହେବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ମିଥୁନ

ଭୁଲ୍ ବୁଝାମଣାର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ବିନା କାରଣରେ କଳହ ଲାଗିପାରେ । କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

କେତେକ କ୍ଷେତ୍ରରେ ଯିଏ ଯାହା କରିଲେ ମଧ୍ୟ ତାହାକୁ ଭିନ୍ନ ଅର୍ଥ ଗ୍ରହଣ କରିବେ । ଖଳଲୋକମାନେ ଅପ୍ରଚାର କରିପାରନ୍ତି, ତେଣେ ନିଜ ଲୋକଙ୍କ ଠାରୁ ମଧ୍ୟ ଆସ୍ଥା ହରାଇ ବସିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ସିଂହ

ଆନୁ ।ନିକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟ ଓ ରପ୍ତାନି ବାଣିଜ୍ୟରେ ଆଶାନୁରୂପ ଉନ୍ନତି ଘଟିବ । ପରିସ୍ଥିତିରେ ପଡି ବହୁତ ଖର୍ଚ୍ଚ କରି ପରେ ମନସ୍ତାପ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ବିଜୟର ଆଶା ନିରର୍ଥକ ହୋଇପାରେ । ବିବାଦରେ ମନସ୍ତାପ କରିବା ବ୍ୟତୀତ ଲାଭ କିଛି ହେବନି । ଆୟ ଅପେକ୍ଷା ବ୍ୟୟ ଅଧିକ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ତୁଳା

ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଖୁସିରେ ଅତିବାହିତ ହେବ । କୌଣସି ମନଭୁଲାଣିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା

ପାରିବାରିକ ତିକ୍ତତାର ସମାପ୍ତି ଘଟାଇବା ସକାଶେ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ଧନୁ

ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଯେକୌଣସି କ୍ଷେତ୍ର ହେଉ ଆପଣ କିଛି କରନ୍ତୁ, ଚୁପଚାପ ହୋଇ ବସିରହିଲେ ବହୁ କ୍ଷତି ସହିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର

କିଛି ନ ବୁଝି କୌଣସି ସନ୍ତବ୍ୟ ଦେବା ଠିକ୍ ହେବ ନାହିଁ । ଯଦି କହିବେ ତେବେ ଅଶାନ୍ତିକୁ ଆପଣେଇ ନେବା ଭଳି ହିଁ ପରିଣାମ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

କୁମ୍ଭ

ଆଜିର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅଧ୍ୟୟନ ଓ ଆଧ୍ୟାତ୍ମିକତାରେ ଏକାଗ୍ରତା ଆଣିପାରିବେ । ଫେରିବା ବାଟରେ ଅପରିଚିତ ବ୍ୟକ୍ତି ଜଣକସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ

ଆଜି ଆପଣ ହସିକି କଥା କହିବେ ଓ ବିଭିନ୍ନ କାମ ହାତକୁ ନେଇ କଳ୍ପନା ରାଇଜରେ ଘୂରି ବୁଲିବେ । କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।

 

Leave a Reply

Your email address will not be published. Required fields are marked *