ଆଜି ଫେବୃୟାରୀ ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

କର୍ମସ୍ଥ ରଜଯୋଗର ସୁପ୍ରଭାବରେ ଆପଣ କଳ୍ପନା କରି ନ ଥିବା ମର୍ଯ୍ୟାଦାଜନକ ସ୍ଥିତିରେ ପହଞ୍ଚିଯିବେ । ଈର୍ଷାପରାୟଣ ହେଲେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତିରେ ସାମାନ୍ୟ ବ୍ୟତିକ୍ରମ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମିଥୁନ

ଏକାଧିକଗ୍ରହ ଧନସ୍ଥାନକୁ ଦେଖୁଥିବାରୁ ଆର୍ଥିକ ଅନଟନ ଦୂରେଇଯିବ । ଆନୁ ।ନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ଖୁସି ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ୯ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ଆଜିର ଗ୍ରହସ୍ଥିତି ଏପରି ଯେ କୌଣସି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା କଲେ ସଫଳତା ମିଳିବନି । ପୁଷ୍ୟା ନକ୍ଷତ୍ରର ସାମ୍ପ୍ରତିକ ପରିସ୍ଥିତି ବଦଳି ଯିବାର ଶୁଭ ସୂଚନା ପାଇ ଖୁସି ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ଆପଣ ଋଣମୁକ୍ତ ହେବା ସାଙ୍ଗକୁ ଆରୋଗ୍ୟଲାବ କରିବେ । ଷ ସ୍ଥ ଗ୍ରହ ପ୍ରଭାବରୁ ଆପଣଙ୍କୁ କେହି ଅସୁବିଧାରେ ପକାଇ ପାରିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା

ଲାଭଭାବକୁ ଗ୍ରହମାନେ ଦେଖୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । କଚେରୀ ମାମଲାରେ ବିଶୃଙ୍ଖଳିତ ରହିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା

ତୃତୀୟଭାବସ୍ଥ ଶୁକ୍ର ଆପଣଙ୍କୁ ସାହିତ୍ୟ, ସଙ୍ଗୀତ, ସାସ୍କୃତିକ କାର୍ଯ୍ୟ ମାଧ୍ୟମରେ ଆନନ୍ଦ ପ୍ରଦାନ କରିବ । ଆଜି କୌଣସି ବ୍ୟକ୍ତିଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା

ରାଶିରେ କେତୁ ପ୍ରଭାବରୁ ବିଭିନ୍ନ ଅସଙ୍ଗତ କଥା ମନକୁ ବିଭ୍ରାନ୍ତ କରାଇବ । ଅନୁରାଧା ନକ୍ଷତ୍ର ଯାହା ହୋଇ ପାରି ନାହିଁ, ସେଥିପାଇଁ ଚିନ୍ତା ନ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କଲେ ଉପକୃତ ହେବେ । ଶୁଭ ଅଙ୍କ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ

କର୍ମାଧରପଙ୍କ ଦୁର୍ବଳତା ହେତୁ ଆଜି ଦିନରେ କାମ ହାସଲ କଷ୍ଟକର ହୋଇପାରେ । ଅପରାହ୍ନରେ ଆଲୋଚନା ପରିସରରେ ବନ୍ଧୁଙ୍କ ଔଚିତ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

କର୍ମକ୍ଷେତରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରି କାର୍ଯ୍ୟ ହାସଲର ରାସ୍ତା ଉନ୍ମକ୍ତ କରିପାରନ୍ତି । ବାଣିଜ୍ୟରେ ଉନ୍ନତି ଘଟିବ ଓ ପରିବହନରେ ଲାଭବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ

ନିଜର ଦୂରଦର୍ଶୀ ଗୁଣ ହେତୁ ସବୁ ପରିସ୍ଥିତିରେ ନିଜକୁ ଖାପଖୁଆଇ ନେବାରେ ଅସୁବିଧା ରହିବ ନାହିଁ । ଦ୍ୱାଦଶସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ପାରିପାଶ୍ୱିର୍କ ପରିସ୍ଥିତି ବଲ ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ

ସ୍ୱଭାବରୁ ଅଷ୍ଟମସ୍ଥ ଚତୁଃଗ୍ରହଜନିତ କୌଣସି କାମ ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଅନ୍ୟମାନେ ଶତ୍ରୁତା କଲେ ମଧ୍ୟ ଆପଣଙ୍କ ପ୍ରତି । ନ୍ୟୁନ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

 

Leave a Reply

Your email address will not be published.