ଆଜି ଜାନୁଆରୀ ୦୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି କେନ୍ଦ୍ର ଓ କୋଣ ସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ଆଜି ଆପଣ ଘର ସକାଶେ ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଆନୁ ।ନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
କର୍ମଜୀବି- ଅର୍ଥ ହାନୀ ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ
ଆପଣ ଯେଉଁ ନିଷ୍ପତ୍ତି ନେବେ ଶେଷ ସମୟରେ ଓଲଟ ପାଲଟ ହୋଇଯିବ । ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିବେ । ମାଲିମୋହଦ୍ଦମାରେ ସ୍ଥିତି ଅନୁକୂଳ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
କାମ ହାସଲ ପାଇଁ ଆତ୍ମୀୟମାନେ ସମସ୍ୟା ଆଣିପାରନ୍ତି । ଶାରୀରିକ କ୍ଷେତ୍ରରେ ଅଜୀର୍ଣ୍ଣ, ଉଚ୍ଚ ରକ୍ତଚାପ କିମ୍ବା ଡାଇବେଟିସ୍ ବଢିପାରେ । ମହିଳାମାନେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ସିଂହ
ଆଜିର କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ହେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କନ୍ୟା
ସମ୍ପର୍କୀୟମାନେ ସମସ୍ୟା ସୃଷ୍ଟି କରିପାରନ୍ତି । ଯାନବାହନରେ ସତର୍କ ନ ରହିଲେ ସମସ୍ୟା ଉପୁଜିପାରେ । ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ତୁଳା
କାହାର ମିଠା କଥାରେ ଭାସିଯାଆନ୍ତୁ ନାହିଁ । ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବିଛା
ପରିସ୍ଥିତି ଆକସ୍ମିକ ଭାବରେ ଭିନ୍ନ ମୋଡ ନେବା କାରଣରୁ ସବୁ ସମସ୍ୟା ସୁଧୁରି ଯିବ । ଗତକାଲି ଠାରୁ ଯେଉଁ କାମ କରିବେ ନିଶ୍ଚିତ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।
ଧନୁ
ଆପଣଙ୍କ ଜନହିତକର କାମ ଲୋକପ୍ରିୟତା ବଢାଇବ । କେତେକ ନୂତନ କାମର ପରିକଳ୍ପନା କରିବେ । ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମକର
ଯୁକ୍ତିଯୁକ୍ତ କଥା କହି ଅର୍ଥ ଓ ସମ୍ମାନ ଲାଭରେ ସଫଳ ହେବେ । ଅଫିସ୍ ରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ପରିବାରରେ ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୁଖୀ ହେବେ ।
କୁମ୍ଭ
ପ୍ରତ୍ୟେକ ଦିଗରୁ ଆଜି ଦିନଟି ଭଲ, କିନ୍ତୁ ଜଗି ରଖି କଥାବାର୍ତ୍ତା କରିବା ଭଲ । ପିଲାଙ୍କର କିଛି ସମସ୍ୟା ମନକୁ ବିଚଳିତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯଦ୍ଦ୍ାରା କି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମୀନ
ଆଜିର କର୍ମକ୍ଷେତ୍ରରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଋଣ ପରିଶୋଧ କରିବା ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।