ଆଜି ଫେବୃୟାରୀ ୦୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ମାନସିକ ସ୍ୱାସ୍ଥ୍ୟ ଭଲ ନ ରହିଲେ ମଧ୍ୟ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ । ଅତ୍ୟଧିକ ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । କିନ୍ତୁ ଅଫିସ୍ରେ ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ସମସ୍ୟା ସମାଧାନ ହେବା ବଦଳରେ ଆଗାମୀ ସମୟ ସକାଶେ ଅପେକ୍ଷା କରିବାକୁ ପଡିବ । ଆନୁ ଙ୍ଗିକ ସାହାର୍ଯ୍ୟ ଲାଭ କରି ନିର୍ମାଣର ଅପୂର୍ଣ୍ଣ କାମକୁ ଆଜି ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଦୈହିକ ଦୁର୍ବଳତା ଯୋଗୁ ନିରୁତ୍ସାହିତ ହୋଇପାରନ୍ତି । ପରିବାରର ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ଆପଣ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ସିଂହ
କର୍ମକ୍ଷେତ୍ରରେ ମାନସିକ ଚାପଗ୍ରସ୍ତ ପୂର୍ବକ ପାରିବାରିକ ସମସ୍ୟାକୁ ଠିକ୍ ଭାବେ ବୁଝି ପାରିବେନି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା
ଅଫିସ୍ ରୁ ଫେରିବା ରାସ୍ତାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ । ସଭା ସମିତିରେ ସାଧାରନ ଯୁକ୍ତିତର୍କରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ତୁଳା
ଆଜି କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବେ । ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । ପରିସ୍ଥିତି ଏହି ପାରି ହେବ ଯେ-ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବିଛା
ଅନ୍ୟମାନଙ୍କ ସହମତି ପ୍ରାପ୍ତ ହୋଇ ଇଚ୍ଛିତ କାମକୁ ସମ୍ପନ୍ନ କରିବେ । ଆର୍ଥିକ କ୍ଷେତ୍ର, ରାଜନୈତିକ ସ୍ଥିତି, ପ୍ରଶାସନିକ କ୍ଷେତ୍ରରେ ସମସ୍ୟା, ବ୍ୟବସାୟିକ ଅପକର୍ଷ ଦୂରେଇ ଯିବ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ଅତୀତ ଘଟଣାକୁ ମନେପକାଇ ଶୋଇପାରିବେ ନାହିଁ । ପୂର୍ବ ରାଗ ଶୁଜାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମକର
ବିଭିନ୍ନ ବିଶୃଙ୍ଖଳିତ ପରିସ୍ଥିତି ଆର୍ଥିକ, ପାରିବାରିକ ଓ ସାମାଜିକ କ୍ଷେତ୍ରକୁ କଳୁଷିତ କରିପାରନ୍ତି । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
କୁମ୍ଭ
ସ୍ୱାସ୍ଥ୍ୟ ସମସ୍ୟା ଅକ୍ଷୁଣ୍ଣ ରହିବା ଚିନ୍ତାଜନକ ହୋଇପାରେ । କର୍ମକ୍ଷେତ୍ରରେ ସମ୍ୟା ଆସିଲେ ମଧ୍ୟ ପରିଶେଷରେ କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମୀନ
ସାମାଜିକ ସ୍ତରରେ ଅଥବା ସଭାସମିତିରୁ ଅର୍ଥ ଓ ସମ୍ମାନ ପାଇବେ ଏବଂ ଅଟକି ରହିଥିବା କାମ ମଧ୍ୟ ହୋଇଯିବ । ବ୍ୟବସାୟ ଓ ପରିବହନ ପାଇଁ ପ୍ରତିବନ୍ଧକ ଦୂରେଇ ଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।