ଆଜି ଡିସେମ୍ବର ୦୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ପାରିବାରିକ ପରିସ୍ଥିତି ନିଶ୍ଚ୍ଖଚ୍ଛ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ

କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକାର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧ୍ୟ ପାଇପାରନ୍ତି । କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଅନ୍ୟସନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ । ଘରେ ନ ଥିବା ସମୟରେ କୌଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ସିଂହ

କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ । ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
କର୍ମଜୀବି- ଅର୍ଥ ମିଳିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁକୁ ଆପଣାର କରିବେ । ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା

ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ

ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ତ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର

ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ 

ପରିବାରର ଆବଶ୍ୟକତା ପୁରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଉତ୍ତରଭାଦ୍ରବ ସକାଶେ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

Leave a Reply

Your email address will not be published.