ଆଜି ମାର୍ଚ୍ଚ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

କାମ ପୂର୍ଣ୍ଣାଙ୍ଗ ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାର୍ଯ୍ୟ ଆଶା କରିବେ । ଆନୁ ।ନିକ କ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ

ମାନସିକ ସ୍ଥିତି ଦୁର୍ବଳ ରହିବାରୁ କୌଣସି କାମରେ ଅଗ୍ରଗତି ହୋଇ ନ ପାରେ । କର୍ମକ୍ଷେତ୍ରରେ କାମର ବାହାନ ଦେଖାଇ ସାଧାରଣ କଥାରେ ସହକର୍ମୀ ମୁହଁ ଫେରାଇ ନେଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ

ପାରିବାରିକ ଅଶାନ୍ତି ସୃଷ୍ଟି କରିବା ସାଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ଯୁକ୍ତ ରହିବ । ମାନସିକ ଅସ୍ଥିରତା କାରଣରୁ କଥାରେ ସଂଯମତା ହରାଇବେ ଓ ଶତ୍ରୁତା ସୃଷ୍ଟି କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ

ସମସ୍ୟା ଭିତର ଦେଇ ଗତି କରୁଥିବାରୁ ପ୍ରତ୍ୟେକ କାମକୁ ସତର୍କତାର ସହ କରିବା ଭଲ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ସାମଗ୍ରିକ ଦୃଷ୍ଟିକୋଣରୁ ଆଜିର ଦିନଟି ଭଲ । ଯାହା କରୁଛନ୍ତି ତାହା ସହଜ ଓ ସୁବିଧାରେ ସମ୍ପନ୍ନ କରିପାରିବେ । ପୁରାତନ ରୋଗ ପୀଡାରୁ କଷ୍ଟ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ପ୍ରତ୍ୟେକ କାମରେ ଅଗ୍ରଣୀ ହେବେ ଓ ପ୍ରଶଂସା, ପ୍ରୋତ୍ସାହନ ମଧ୍ୟ ପାଇବେ । ଭୁଲ୍ ଧାରଣା ହେତୁ ସ୍ତ୍ରୀଙ୍କ ସହ ବୁଝାମଣା ଠିକ୍ ରହି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା 

ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିବ କିନ୍ତୁ କୌଣସି ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହେବ ନାହିଁ । ଅଭାବ ରହିଥିଲେ ମଧ୍ୟ କାମ ସମୟକୁ କେହି ନା କେହି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା

ତରବରିଆ ଭାବେ କୌଣସି ନିର୍ଣ୍ଣୟାତ୍ମକ ସିଦ୍ଧାନ୍ତ ନେବା ଠିକ୍ ହେବନି । ସାମାନ୍ୟ ବ୍ୟତିକ୍ରମକୁ ବାଦ ଦେଲେ ଦୀର୍ଘ ଦିନର ସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ

ମାନସିକ ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ । ଅବଶ୍ୟ ଚେଷ୍ଟା କଲେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର

ପାରିବାରିକ ପରିସ୍ଥିତି ପୂର୍ବ ପରି ରହିବ । ପଡୋଶୀ ଲୋଭନୀୟ ପ୍ରତିଶ୍ରୁତି ସେଇ କାର୍ଯ୍ୟ ହାସଲ କରିବେ । ଆତ୍ମୀୟଙ୍କ କଥାରେ ଏକମତ ହୋଇ ନ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ 

ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରି ସ୍ଥିତି ସୁଧାରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ

ଅତୀତ ଘଟଣାର ପର୍ଯ୍ୟାଲୋଚନା ମାନସିକ ସ୍ଥିତିକୁ କଳୁଷିତ କରିବ । ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

Leave a Reply

Your email address will not be published. Required fields are marked *