ଆଜି ଜାନୁଆରୀ ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଶନି ଓ ଗୁରୁଦୃଷ୍ଟି ତୃତୀୟଭାବ ହେତୁ ଅତି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ଅଯାଚିତ ଭାବେ ପାଇବେ । ଶୁଭ ରଙ୍ଗଚଫି । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
କୌଣସି ଏକ ସାଧାରଣ କଥାକୁ କେନ୍ଦ୍ର କରି ହଠାତ୍ ଆତ୍ମୀୟଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ । ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳ ମଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ – ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସାମଧାନ ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା ସଙ୍ଗକୁ ସମସ୍ୟା ସୁଧାରିନେବାର ପ୍ରଯତ୍ନ କରିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ସିଂହ
ଆଜି କୌଣସି ଦୁଃଖଦ ଖବର ମନକୁ ସାମୟିକ ବିଚଳିତ କରିପାରେ । ସଭାସମିତି କିମ୍ବା ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କନ୍ୟା
ଆକସ୍ମିକ ଭାବରେ କିଛି ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଆନୁ ।ନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।
ତୁଳା
ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ମତଭେଦ ଘଟିବାର ସମ୍ଭାବନା ରହିଛି । ବାଣିଜ୍ୟ ବ୍ୟବସାୟ ପରିବହନରୁ ଲାଭବାନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ ନ କଲେ ପରେ ଚିନ୍ତା କରିବାକୁ ପଡିବ । ଅନ୍ୟମାନଙ୍କ ସମର୍ଥନ ନ ପାଇ କେତେକ କାମରେ ଦୂରେଇ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ
ବିଭିନ୍ନ କାମର ଚାପ ହେତୁ କ୍ଳାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ମନସ୍ତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ମକର
ଅନୁକୂଳ ସମୟ ନ ଥିବାରୁ ଘରେ ଓ ବାହାରେ ଅଶାନ୍ତି ଅନୁଭବ କରିବେ । ଏଣେ ନିଜ ଲୋକ ଉପରେ ଭରସା କରିପାରିବେ ନାହିଁ । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ବିଭିନ୍ନ ଯୋଜନା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
କୁମ୍ଭ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା କିମ୍ବା ବିଶୃଙ୍ଖଳାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ । ମାନସିକ ଚାପଗ୍ରସ୍ତ ହୋଇ ପାରିବାରିକ ସମସ୍ୟା ପ୍ରତି ବୀତସ୍ପୃହ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମୀନ
ପରିବାରରେ ସମସ୍ୟା ସମାଧାନ, ପରିବହନରେ ଅର୍ଥଲାଭ, ନିର୍ମାଣରେ ଅଗ୍ରଗତି ହେତୁ ଖୁସି ଅନୁଭବ କରିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।