ଆଜି ମାର୍ଚ୍ଚ ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଆଜିର ସ୍ୱଗୃହୀ ଚନ୍ଦ୍ର ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ବୃଷ
ପରାକ୍ରମ ସ୍ଥାନସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ଉଚ୍ଚ ମନୋବଳ ପ୍ରତ୍ୟେକ କାମରେ ଉତ୍ସାହ, ଉଦ୍ଦୀପନା ସୃଷ୍ଟି କରିବ । କୌଣସି ଦ୍ରବ୍ୟ ପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ସହ-ଯୋଗ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବା ସଙ୍ଗକୁ ଆର୍ଥିକ ସ୍ଥିତି ମହଭୁତ ରହିବ । ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କର୍କଟ
ଦୀର୍ଘଦିନରୁ ଭଟ୍ଟା ପଡିଯାଇଥିବା ସମ୍ପର୍କ ପୁନଃ ପ୍ରତି ିତ ହେବ । ଆଲୋଚନା କ୍ଷେତ୍ରରେ ଭାବପ୍ରବଣବଶତଃ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ
ଆବଶ୍ୟକତା ଅନୁଯାୟୀ ହଠାତ୍ ବହୁତ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ । ମଘା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରକାଶନ, ରଚନାତ୍ମକ କାର୍ଯ୍ୟ, ଯୋଗ-ଯୋଗ ତଥା ଉଜେନ୍ସିପ୍ ରୁ ଖୁସି ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା
ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ ହେବାର ମାର୍ଗ ଉନ୍ମୁକ୍ତ ହେବ । ଋଣ ପରିଶୋଧର ଲକ୍ଷ୍ୟ ନେଇ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା
ଆଜି ମାଙ୍ଗଳିକ କାମରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପାରିବେଶିକ କୁପ୍ରଭାବରୁ ମାଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ଧନୁ
ସ୍ଥଗିତ କାର୍ଯ୍ୟରେ ଆଶା ପୁରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ଉତ୍ତରାଷାଢା ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର
ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ପରୋକ୍ଷ ଶତ୍ରୁତା ନିଶ୍ଚିତ କାମକୁ ଅନିଶ୍ଚିତତା ଭିତରକୁ ଠେଲି ଦେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କୁମ୍ଭ
ପରକଥାରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ବିନା କାରଣରେ ଅଶାନ୍ତି ସୃଷ୍ଟି କରିପାରେ । ସ୍ୱାସ୍ତ୍ୟହାନି ହେତୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ମୀନ
ନିକଟ ସମ୍ପର୍କୀୟମାନଙ୍କ ଈର୍ଷା ଓ ଅସୂୟାର କୁପରିଣାମ ଭୋଗ କରିବାକୁ ପଡିପାରେ । ଯେତେ ଭଲ କାମ କଲେ ମଧ୍ୟ ଖଳ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।