ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା,ବନ୍ଧୁ ସମ୍ପର୍କ, ଆନୁ ।ନିକ କ୍ଷେତ୍ର ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ । ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତପ୍ତର ରହିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
କର୍ମକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ପାରିବାରିକ ସ୍ଥିତି ମନ୍ଦ ହେବନି କିନ୍ତୁ ସାମୟିକ ମତାନ୍ତର ଘଟିବ । ପରୀକ୍ଷା, ଅପରିଚିତଙ୍କ ସହ ସମ୍ପର୍କ ସ୍ଥାପନ, ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିିତିର ଶିଥିଳତାରୁ ଆଶ୍ୱସ୍ତି ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମିଥୁନ
ସ୍ନାୟବିକ ଦୁର୍ବଳତା, ପରୋକ୍ଷ ଶତ୍ରୁତା, ଧାରକରଜ ମନକୁ ମ୍ଳାନ କରି ଦେଇପାରେ । ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନ କଥାକୁ ଲୁଚାଇ ରଖିପାରିବେ ନାହିଁ । ସରକାରୀ କ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
କର୍କଟ
ସ୍ୱତନ୍ତ୍ର ନିମନ୍ତ୍ରିତ ସଭାସମିତିରେ ବିଶିଷ୍ଟବ୍ୟକ୍ତିମାନଙ୍କ ସାମ୍ମିଧ୍ୟଲାଭର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ସିଂହ
ଆଜି ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡିପାରେ । ଯେତେ ଭଲ କାମ କଲେ ମଧ୍ୟ ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂର ଯାତ୍ରା କରିବାର ସୂଚନା ରହିଛି । ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିପାରନ୍ତି ।ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ସାମାଜିକ ସ୍ତରରେ ଜଟିଳତା କ୍ରମଶଃ ଦୂରେଇଯିବାର ଆଶା କରାଯାଇପାରେ । ପ୍ରତିଯୋଗିତା କ୍ଷେତ୍ରରେ ଶୀର୍ଷସ୍ଥାନରେ ରହି ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ । ଶାରୀରିକ ଅସୁସ୍ଥତା ଲାଗି ରହିବା କାରଣରୁ ମନୋରଞ୍ଜନ ଉପଭୋଗ୍ୟ ନ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବିଛା
କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ର କରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି । ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗିପଡିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ଧନୁ
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି । ସାଙ୍ଗମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରନ୍ତି ।ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ପାରିବାରିକ ଜୀବନ ପ୍ରତୀପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ଭୁଲ୍ ବୁଝାମଣା କାରଣରୁ ଆତ୍ମୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କୁମ୍ଭ
ସ୍ୱାସ୍ଥ୍ୟ ଯଦିଓ ଠିିକ୍ ରହିବ ତଥାପି ଏଭୁତେଣୁ ଗୁଡାଏ କଥା ଭବି ମାନସିକ ସ୍ଥିତି ଠିକ୍ ରହି ନ ପାରେ । ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିର କୌଣସି ଅସୁବିଧା ରହିବ ନାହିଁ । ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁ ।ନିକ କାମରେ ଦକ୍ଷତା ବୃଦ୍ଧି ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।