ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ବନ୍ଧୁ କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ । ଜମା ଭଲ ସମ୍ପର୍କ ନ ଥିବା ଲୋକଟି ସହ ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ । ହାତକୁ ନେଇଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କର୍ମକ୍ଷେତ୍ରରେ ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆନୁ ।ନିକ କିମ୍ବା ଶୁଭ କାର୍ଯ୍ୟରେ ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ

ପାରିବାରିକ ସମସ୍ୟା ସହ ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ପ୍ରଶାସନିକ ଆଲୋଚନାର ଶେଷ ସମୟରେ ନିଷ୍ପତ୍ତି ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି । ଗବେଷଣା, କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

ଆପଣ ସମସ୍ୟାକୁ ସମାଧାନ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ । ପୁନର୍ବସୁ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ସିଂହ

ପରିବର୍ତ୍ତନ ସମୟରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ ରେ ଅଟଳ ରହି କାମ ହାସଲ କରିବେ । ତଥାପି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ପରିବାରରେ ଜମିଜମାକୁ କେନ୍ଦ୍ର କରି ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ସୃଷ୍ଟି କରିବେ । ପିଲାମାନଙ୍କ କୃତି ଓ କୃତିତ୍ୱ ସକାଶେ ମାନସିକ ସ୍ତରରେ ଗର୍ବ ଅନୁଭବ କରିପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଧାର,କରଜ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା

ଆଲୋଚନା ସମୟରେ ଅପ୍ରିୟ ସତ୍ୟ କଥା କହିବା କାରଣରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ଦୈହିକ ସୁସ୍ଥତା ଥିଲେ ମଧ୍ୟ କେତେକ ଅପୂରଣୀୟ କାମନା ମନକୁ ବିବ୍ରତ କରାଇବ । କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ

କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ମନ ଅଶାନ୍ତ ରହିବ । ଯାତ୍ରା ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ସାମାଜିକ ସ୍ତରରେ କେତେକ ନୂତନ କାମର ପରିକଳ୍ପନା କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର

ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରନ୍ତି । ସହକର୍ମୀଙ୍କ ସହ ହୃତସମ୍ପର୍କ ପୁନଃ ପ୍ରତି ିତ ହେବ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ

ଆତ୍ମୀୟମାନଙ୍କ ସମ୍ବନ୍ଧରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ ମାତ୍ର ତାହା ଅସ୍ଥାୟୀ ଭଳି ମନେ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବବତ୍ ରହିବ କିନ୍ତୁ କାମ ଅଟକିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ

ମାନସିକ ଦ୍ୱନ୍ଦ୍ୱ ବଢିବା କାରଣରୁ ତାହା ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ବନ୍ଧୁଙ୍କ ସାହାର୍ଯ୍ୟରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଅସୁବିଧା ନ ଥିଲେ ମଧ୍ୟ ଅଫିସିଆଲି କେତେକ ସମସ୍ୟା କାରଣରୁ ମନରେ ସ୍ଥିରତା ରହି ନ ପାରେ । ଶୁଭ ରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *