ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ । କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ । ପରିସ୍ଥିତି ପ୍ରତି ଦୃଷ୍ଟି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ବୃଷ

କୌଣସି କାମରେ ଅସଫଳତା ହେତୁ ନିଜ ଲୋକଙ୍କ ଉପରେ ଲଘୁକ୍ରୋଧ ସୃଷ୍ଟି ହୋଇପାରେ । ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ପୁରୁଣା ଗୃହ,ଜମିଜମା,ଗାଡିମୋଟର କ୍ରୟ ବିକ୍ରୟରୁ ଭଲ ଲାଭ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ

ସାଧାରଣ ଘଟଣାରେ ଝଗଡା ଲାଗି ମାନସିକ ସ୍ଥିତି ବିଗିଡି ଯାଇପାରେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିପାରନ୍ତି । ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ

ଆଜି ଦିନଟିରେ ଯାହା କିରବେ ସଫଳତା ନିଶ୍ଚିତ ପାଇବେ । ଦୂରଯାତ୍ରା ଓ ବନ୍ଧୁମିଳନରୁ ସାମୟିକ ଆନନ୍ଦ ଅନୁଭବ କରିବେ । ଦୀର୍ଘ ଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ସିଂହ

ସିଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ । ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା

ନିଜର ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି । କଳା,ସଙ୍ଗୀତ,କ୍ରୀଡା,ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୫ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।

ତୁଳା

ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସି ଅନୁଭବ କରିବେ । ଚେଷ୍ଟା କରୁଥିବା ଆନୁ ।ନିକ କାର୍ଯ୍ୟରେ ସଫଳତା ମିଳିବ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା

ସ୍ୱାସ୍ଥ୍ୟହାନି କାରଣରୁ କୌଣସି କାମକୁ ଦୃଢତାର ସହ କରିବାକୁ ପଶ୍ଚାତ୍ପଦ ହୋଇପାରନ୍ତି । ପୂର୍ବର କୌଣସି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ପାରିବାରିକ ସମସ୍ୟାର ସମାଧାନ ହେବାରେ ସ୍ଥାନୀୟ ଲୋକେ ସହ-ଯୋଗ କରିବେ । ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗୋଲାପୀ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଆକସ୍ମିକ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ । ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ଗହଣରେ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

କୁମ୍ଭ

ପ୍ରତ୍ୟେକ କାମରେ କିଛି ଅଭାବ ଅସୁବିଧା ରହି ଯାଉଥିବାର ଅନୁଭବ କରିବେ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ

ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କରିପାରନ୍ତି । ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ । ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

Leave a Reply

Your email address will not be published. Required fields are marked *