ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଅଚଳାଚଳ ସମ୍ପତ୍ତି ଲାଭର ସୂଚନା ମିଳିବ । ଶୁଦ୍ଧ ସ୍ୱଭାବର ବ୍ୟକ୍ତିଙ୍କ ସହିତ ବନ୍ଧୁତା ସ୍ଥାପନ ହେବ । ବନ୍ଧୁବାନ୍ଧବଙ୍କ ହିତକାଂକ୍ଷୀ ହୋଇପାରନ୍ତି । ବିଦ୍ୟାବାନ୍,ଗୁଣୀ ଓ ଚତୁର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବୃଷ
ସମସ୍ତ ଦୁଃଖ ଦୂର ହୋଇପାରେ । କର୍ତ୍ତବ୍ୟାନ୍ୱିତ ହୋଇପାରନ୍ତି । ସନ୍ମାର୍ଗୀ ଓ ଦୟାଳୁ ସ୍ୱଭାବର ହେବେ । ଧନ-ଧାନ୍ୟଯୁକ୍ତ ହେବେ । ସଙ୍ଗୀତପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ମିଥୁନ
ଧୀର ବୃଦ୍ଧି ଅସ୍ଥିର ଚିତ୍ତଯୁକ୍ତ ହେବେ । କୃପାକର ହୋଇପାରନ୍ତି । ବେଦ-ବେଦାନ୍ତ ଶାସ୍ତ୍ର ଅଧ୍ୟୟନରତ ହୋଇପାରନ୍ତି । ସୁଶୀଳ ଚରିତ୍ରଯୁକ୍ତ ହେବେ । କୃଷି ଉପରେ ପ୍ରାଧାନ୍ୟ ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ
ଧର୍ମାସକ୍ତ ହେବେ । ମତିମାନ୍ ହୋଇପାରନ୍ତି । ପୁତ୍ର,ମିତ୍ରାଦି ହେତୁ ସୁଖ ଭୋଗ କରିବେ । ମାତୃବର୍ଗ ସହ ବିଷମ ଭାବାପନ୍ନ ହୋଇପାରନ୍ତି । ସର୍ବସୁଖ ମିଳିବ । ମାନସିକ ଅଶାନ୍ତି ଦୂର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ
ରୋଜଗାରରେ ଉନ୍ନତି ଘଟିକ । ଅର୍ଥ ପ୍ରାପ୍ତ ହେବ । ବନ୍ଧୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ । ଚିନ୍ତାଧାରା ସୁଦୂରପ୍ରସାରୀ ହେବ । ଶୁଭ ରଙ୍ଗ କେଶରୀ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ତପ ସାଧନା ପାଇଁ ଜନଗହଳି ଠାରୁ ଦୂରେଇ ରହିପାରନ୍ତି । ପଡୋଶୀଙ୍କ ସହିତ ସଦ୍-ଭାବସମ୍ପନ୍ନ ହେବେ । ଅଯଥା ବିତର୍କରୁ ଓହରିଯାଇ ପାରନ୍ତି । ବିପଦରୁ ଉଧୁରିବା ପାଇଁ ଧନ ବ୍ୟୟ କରିବେ । ଶୁଭ ରଙ୍ଗ ଗୋଲଡେନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ତୁଳା
ସମ୍ମାନର ଅଧିକାରୀ ହେବେ । ଯାନ-ବାହନ ସୁଖ ମିଳିପାରେ । ଭୋଗୀ ଓ ଗୁଣଜ୍ଞ ହେବେ । ମନ ପ୍ରସନ୍ନ ରହିବ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍-କର୍ମରେ ନିୟୋଜିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ଧନ ପ୍ରାପ୍ତିର ସୂଚନା ମିଳୁଛି । ଗୃହ ପରିବେଶ ଉତ୍ତମମାନର ହେବ । ପ୍ରତ୍ୟେକ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିବେ । ନିର୍ଦୋଷ ହେବେ । ବିନୀତ ସ୍ୱଭାବ ସମ୍ପନ୍ନ ହେବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ
ବସ୍ତ୍ର-ଭୂଷଣ ଲାଭର ସୂଚନା ମିଳୁଛି । ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟରେ ଉତ୍ସାହ ବୃଦ୍ଧି ହେବ । ଅଧିକ କ୍ଷମତା ପାଇ ତା’ର ସଦ୍ ବ୍ୟବହାର କରିବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମକର
ଧନ-ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ କରିପାରନ୍ତି । ରାଜପୂଜାର ଅଧିକାରୀ ହେବେ । ନୀତି, ନିୟମରେ କାର୍ଯ୍ୟ କରିବେ । ଧର୍ମାନ୍ତ୍ରିତ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଶୁଭ ଦାୟକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କୁମ୍ଭ
ସୌଭାଗ୍ୟ ସମ୍ପନ୍ନ ହେବେ । କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଅର୍ଜିତ ଧନ ଭୋଗ କରିବେ । ମନୋଜ୍ଞ ହୋଇପାରନ୍ତି । ଆଜି ଦିନର ସମସ୍ତ ଘଟଣା ସୁଖ ବୋଧ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମୀନ
ହୃଦୟବାନ୍ ହେବେ । ସ୍ଥିର ସ୍ୱଭାବର ହୋଇପାରନ୍ତି । ଚରିତ୍ରବାନ୍ ହେବେ । କଳହମୁକ୍ତ ବ୍ୟକ୍ତିଭାବେ ସମ୍ମାନିତ ହେବେ । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।