ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ବିଚାର ଓ କାର୍ଯ୍ୟଦକ୍ଷତା ପ୍ରଦର୍ଶନରେ ଉଚ୍ଚ କର୍ତ୍ତୃପକ୍ଷ ସନ୍ତୁଷ୍ଟ ରହିବେ । ଉଚ୍ଚ ଅଭିଳାଷ ପୂରଣ ହେବ । ଦାମ୍ପତ୍ୟ ସୁଖ, ପରୋପକାର, ଆର୍ଥିକ ସ୍ୱଚ୍ଛଳତା,ରାଜନୀତିରେ ଉତ୍ତମ ବୁଝାମଣା, ଧର୍ମାନୁ ।ନ ସହ ସୁସଂପର୍କ ରଖିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ସମସ୍ୟା ବହୁଳ ଦିନଟିଏ । ତର୍କ ବିତର୍କରୁ ଦୂରେଇ ରହିବା ଭଲ । ପରିବାରରେ ଶାନ୍ତି ଦାୟକ ସ୍ଥିତି, ମୂଲ୍ୟବାନ ଦ୍ରବ୍ୟ ନଷ୍ଟ, ଅନିୟମିତ ଆହାର , ବିଶ୍ରାମ, ଦେବ କାର୍ଯ୍ୟରେ ନି ।, ରାଜନୀତିରେ ନିନ୍ଦା ଅପବାଦର ସମ୍ଭାବନା । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ମିଥୁନ

ପାରିବାରିକ ସୁଖ ସୌଭାଗ୍ୟ ଅବ୍ୟାହତ ରହିବ । ଜମିବାଡି ସଂପର୍କୀତ ବିବାଦ ସମାଧାନ କରିବେ । ମାନସିକ ଅସ୍ଥିରତା ଦୂର ହେବ ନାହିଁ । କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ କରିବେ । ବନ୍ଧୁମାନେ ସହ-ଯୋଗୀ ହେବେ । ରାଜନୀତିରେ ଅସ୍ଥିର ଭାବ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ଘାତଚନ୍ଦ୍ର ଦିନ ସାରା ଭୋଗ ହେବ । ସ୍ଥିର ବୁଦ୍ଧି ପ୍ରୟୋଗ ନ କଲେ ପ୍ରତି କ୍ଷେତ୍ରରେ କ୍ଷତି ସହିବେ । ସ୍ୱାସ୍ଥ୍ୟରେ ଅବନତି , ପାରିବାରିକ ସୁଖ, କର୍ମ କ୍ଷେତ୍ରରେ ନେତୃତ୍ୱ ଲାଭ , ଦୂର ଯାତ୍ରାରେ ବ୍ୟୟ, ବ୍ୟବସାୟରେ ସମୃଦ୍ଧି ଓ ରାଜନୀତିରେ ଅଧୋଗତି ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ

ଶ୍ରୀ ଚନ୍ଦ୍ର ଭୋଗ ପାଇଁ ଦିନଟି ମଙ୍ଗଳ ଦାୟକ ଅଟେ । ମନରେ ସନ୍ତୋଷ, କର୍ମରେ ଶୃଙ୍ଖଳା, ସଜ୍ଜନ ସଂପର୍କ, ପରୋପକାର, ସୁଖାଦ୍ୟ, ମନୋରଂଜନ ଏବଂ ବସ୍ତ୍ରାଳଙ୍କାର ପ୍ରାପ୍ତି ଅଛି । ରାଜନୀତିରେ ଉଚ୍ଚ ପଦାସୀନଙ୍କ ସାହାର୍ଯ୍ୟ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

କର୍ମ କ୍ଷେତ୍ରରେ ଅଯଥା ଅଭିଯୋଗ ଆସିବ । ଉଚ୍ଚ କର୍ତ୍ତୃପକ୍ଷ ନିରବ ରହିବାକୁ ବାଧ୍ୟ ହେବେ । ଦୈହିକ ସ୍ୱାସ୍ଥ୍ୟ ସେପରି ଭଲ ନ ରହିପାରେ । ଯାନ ବାହାନରେ ବ୍ୟୟ ସାମାଜିକ ପ୍ରତି ।, ବ୍ୟବସାୟରେ ଉନ୍ନତି, ଧର୍ମ କାର୍ଯ୍ୟରେ ଆଗ୍ରହ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା

ଦିନଟି ଶାନ୍ତି ସନ୍ତୋଷ ପ୍ରଦାୟକ ହେବ । ମାଙ୍ଗଳିକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ କରିବେ । ବ୍ୟୟ ହେଲେ ମଧ୍ୟ କାର୍ଯ୍ୟମାନ ସଂପାର୍ଦିତ ହେବ । ଦ୍ରବ୍ୟ ଲାଭ , ନିମ୍ନ ଅଙ୍ଗରେ ପୀଡା କିମ୍ବା ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବଢାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା

ଆଥିôକ ସ୍ଥିତି ଉପରେ ପ୍ରଭାବ ହେବ । ପରୋକ୍ଷରେ ଶତ୍ରୁ ବଢିବେ । ଥଣ୍ଡା ସର୍ଦ୍ଦି ହେତୁକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଯାନବାହନରେ ବ୍ୟୟ, ଉଦ୍ୟମ ସଫଳ, ଆଧ୍ୟାତ୍ମିକ ଅନୁଚିନ୍ତନ ବୃଦ୍ଧି, ବ୍ୟବସାୟିକ ଲାଭ ଓ ରାଜନୀତିରେ କ୍ଷମତା ବୃଦ୍ଧି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ

ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ମନରେ ସନ୍ତୋଷ କର୍ମରେ ନିୟାମିତତା, ବ୍ୟୟ ଆବଶ୍ୟକତା ଅନୁସାରେ କରିବେ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବଢାଇବ । ବୈଷୟିକ ଉନ୍ନତି, ପରୋପକାର କରି ଆତ୍ମ ସନ୍ତୋଷ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର

ସାରା ଦିନ ଘାତଚନ୍ଦ୍ର ଭୋଗ ହେବ । ଅଭାବ ଅନଟନ, କାର୍ଯ୍ୟକ୍ରମରେ ବିଶୃଙ୍ଖଳା, ପରୋକ୍ଷରେ ଶତ୍ରୁ ବୃଦ୍ଧି, ମାନସିକ ଅସହାୟତା, ବନ୍ଧୁ ବାନ୍ଧବଙ୍କ ଠାରୁ ଗଠନ ମୂଳକ ପରାମର୍ଶ ପାଇବେ । ରାଜନୀତିରେ ବିବାଦୀୟ ସ୍ଥିତି ଆସିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ

ଆୟ ଉପାର୍ଜନରେ ଅନିଶ୍ଚିତ ସ୍ଥିତି ଆସିପାରେ । ବିବେକାନୁମୋଦିତ କାମ ସର୍ବଦା କରଣୀୟ । ଅଣ୍ଟା ମେରୁଦଣ୍ଡ ରେ ପୀଡା, ଉଚ୍ଚ ସଂପର୍କରେ ଉନ୍ନତି, ବ୍ୟୟ ବୃଦ୍ଧି , ପରିବାରରେ ମତ ପାର୍ଥକ୍ୟ ର ସମ୍ଭାବନା ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ

ଶୁଭାକାଂକ୍ଷୀମାନେ ସହ-ଯୋଗର ହାତ ବଢେଇବେ । ବାସ ଗୃହରେ ଆବଶ୍ୟକ ଥିବା ସଂସ୍କାର ଆଣିପାରିବେ । ପରିବାରରେ ସମ୍ୟକ ବୁଝାମଣା, ଉପହାର ପ୍ରାପ୍ତ,ି ଦୂର ଯାତ୍ରାରେ ବ୍ୟୟ ଆଧ୍ୟାତ୍ମିକ ଦିଗରେ ବିଶ୍ୱାସ ଓ ରାଜନୀତିରେ ଜନାଦୃତି ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

Leave a Reply

Your email address will not be published. Required fields are marked *