ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ପ୍ରଖର ମାନସିକତାରେ ଦୁରୂହ କାର୍ଯ୍ୟ ସମ୍ପାଦନ କରିବାରେ ସିଦ୍ଧିହସ୍ତ ହେବେ । ପ୍ରଚୁର ଅର୍ଥାଗମର ସୂଚନା ମିଳୁଛି । ସ୍ୱକୁଳ ପ୍ରଧାନ ହୋଇପାରନ୍ତି । ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ । ସୁସ୍ଥ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ

ବିଚାର ଓ କାର୍ଯ୍ୟଦକ୍ଷତା ପ୍ରଦର୍ଶନରେ ଉଚ୍ଚ କର୍ତ୍ତୃପକ୍ଷ ସନ୍ତୁଷ୍ଟ ରହିବେ । ଉଚ୍ଚ ଅଭିଳାଷ ପୂରଣ ହେବ । ଦାମ୍ପତ୍ୟ ସୁଖ, ପରୋପକାର, ଆର୍ଥିକ ସ୍ୱଚ୍ଛଳତା, ରାଜନୀତିରେ ଉତ୍ତମ ବୁଝାମଣା , ଧର୍ମାନୁ ।ନ ସହ ସୁସଂପର୍କ ରଖିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ

ପାରିବାରିକ ସୁଖ ସୌଭାଗ୍ୟ ଅବ୍ୟାହତ ରହିବ । ଜମିବାଡି ସଂପର୍କୀତ ବିବାଦ ସମାଧାନ କରିବେ । ମାନସିକ ଅସ୍ଥିରତା ଦୂର ହେବ ନାହିଁ । କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ କରିବେ । ବନ୍ଧୁମାନେ ସହ-ଯୋଗୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ

ଘାତଚନ୍ଦ୍ର ଦିନସାରା ଭୋଗ ହେବ । ସ୍ଥିର ବୁଦ୍ଧି ପ୍ରୟୋଗଗନ କଲେ ପ୍ରତି କ୍ଷେତ୍ରରେ କ୍ଷତି ସହିବେ । ସ୍ୱାସ୍ଥ୍ୟରେ ଅବନତି, ପାରିବାରିକ ସୁଖ, କର୍ମକ୍ଷେତ୍ରରେ ନେତୃତ୍ୱ ଲାଭ, ଦୂର ଯାତ୍ରାରେ ବ୍ୟୟ, ବ୍ୟବସାୟରେ ସମୃଦ୍ଧି ଓ ରାଜନୀତିରେ ଅଧୋଗତି ଆସିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ

ଶ୍ରୀ ଚନ୍ଦ୍ର ଭୋଗ ପାଇଁ ଦିନଟି ମଙ୍ଗଳ ଦାୟକ ଅଟେ । ମନରେ ସନ୍ତୋଷ କର୍ମରେ ଶୃଙ୍ଖଳା, ସଜ୍ଜନ ସଂପର୍କ, ପରୋପକାର, ସୁଖାଦ୍ୟ, ମନୋରଂଜନ ଏବଂ ବସ୍ତ୍ରାଳଙ୍କାର ପ୍ରାପ୍ତି ଯୋଗ ଅଛି । ରାଜନୀତିରେ ଉଚ୍ଚ ପଦାସୀନଙ୍କ ସାହଚର୍ଯ୍ୟ ମିଳିବ । ଶୁଭ ରଙ୍ଗ କେଶରୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

କର୍ମକ୍ଷେତ୍ରରେ ଅଯଥା ଅଭିଯୋଗ ଆସିବ । ଉଚ୍ଚ କର୍ତ୍ତୃପକ୍ଷ ନିରବ ରହିବାକୁ ବାଧ୍ୟ ହେବେ । ଦୈହିକ ସ୍ୱାସ୍ଥ୍ୟ ସେପରି ଭଲ ନ ରହିପାରେ । ଯାନ ବାହାନରେ ବ୍ୟୟ ସାମାଜିକ ପ୍ରତି ।, ବ୍ୟବସାୟରେ ଉନ୍ନତି, ଧର୍ମକାର୍ଯ୍ୟରେ ଆଗ୍ରହ । ଶୁଭ ରଙ୍ଗ ଗୋଲଡେନ୍ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା

ଦିନଟି ଶାନ୍ତି ସନ୍ତୋଷ ପ୍ରଦାୟକ ହେବ । ମାଙ୍ଗଳିକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ କରିବେ । ବ୍ୟୟ ହେଲେ ମଧ୍ୟ କାର୍ଯ୍ୟମାନ ସଂପାର୍ଦିତ ହେବ । ଦ୍ରବ୍ୟ ଲାଭ,ନିମ୍ନଅଙ୍ଗରେ ପୀଡା କିମ୍ବା ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବଢାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା

ଆର୍ଥିକ ସ୍ଥିତି ଉପରେ ପ୍ରଭାବ ପଡିବ । ପରୋକ୍ଷରେ ଶତ୍ରୁ ବଢିବେ । ଥଣ୍ଡା ସର୍ଦ୍ଦି ହେତୁକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଯାନବାହନରେ ବ୍ୟୟ ଉଦ୍ୟମସଫଳ, ଆଧ୍ୟାତ୍ମିକ ଅନୁଚିନ୍ତନ ବୃଦ୍ଧି,ବ୍ୟବସାୟିକି ଲାଭ ଓ ରାଜନୀତିରେ କ୍ଷମତା ବୃଦ୍ଧି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ

ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ମନରେ ସନ୍ତୋଷ କର୍ମରେ ନିୟମିତତା, ବ୍ୟୟ ଆବଶ୍ୟକତା ଅନୁସାରେ କରିବେ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବଢାଇବ । ବୈଷୟିକ ଉନ୍ନତି, ପରୋପକାର କରି ଆତ୍ମ ସନ୍ତୋଷ ପାଇବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର

ସାରାଦିନ ଘାତଚନ୍ଦ୍ର ଭୋଗ ହେବ । ଅଭାବ ଅନଟନ , କାର୍ଯ୍ୟକ୍ରମରେ ବିଶୃଙ୍ଖଳା, ପରୋକ୍ଷରେ ଶତ୍ରୁ ବୃଦ୍ଧି , ମାନସିକ ଅସହାୟତା, ବନ୍ଧୁ ବାନ୍ଧବଙ୍କ ଠାରୁ ଗଠନ ମୂଳକ ପରାମର୍ଶ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ

ଆୟ ଉପାର୍ଜନରେ ଅନିଶ୍ଚିତ ସ୍ଥିତି ଆସିପାରେ । ବିବେକାନୁମୋଦିତ କାମ ସର୍ବଦା କରଣୀୟ । ଅଣ୍ଟା ମେରୁଦଣ୍ଡରେ ପୀଡା, ଉଚ୍ଚ ସଂପର୍କରେ ଉନ୍ନତି , ବ୍ୟୟ ବୃଦ୍ଧି, ପରିବାରରେ ମତ ପାର୍ଥକ୍ୟର ସମ୍ଭାବନା ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ

ଶୁଭାକାଂକ୍ଷୀମାନେ ସହ-ଯୋଗର ହାତ ବଢେଇବେ । ବାସ ଗୃହରେ ଆବଶ୍ୟକ ଥିବା ସଂସ୍କାର ଆଣିପାରିବେ । ପରିବାରରେ ସମ୍ୟକ ବୁଝାମଣା, ଉପହାର ପ୍ରାପ୍ତି ଦୂର ଯାତ୍ରାରେ ବ୍ୟୟ ଆଧ୍ୟାତ୍ମିକ ଦିଗରେ ବିଶ୍ୱାସ ଓ ରାଜନୀତିରେ ଜନାବୃତି ମିଳିବ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *